Posted inଜାତୀୟ

୨୨ ସେକେଣ୍ଡରେ ଭାଷଣ ବନ୍ଦ କରି ଚାଲିଗଲେ ରାଜ୍ୟପାଳ

ପୁଣେ,୩।୨: ମହାରାଷ୍ଟ୍ର ବିଧାନସଭାର ବଜେଟ ଅଧିବେଶନର ପ୍ରଥମ ଦିନରେ ବହୁତ ହୋହାଲ୍ଲା ଦେଖିବାକୁ ମିଳିଛି। ହୋହାଲ୍ଲା ଏତେ ହୋଇଥିଲା ଯେ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ଭାଗବତ ସିଂ କୋଶୟାରି ମଧ୍ୟଭାଗରେ ତାଙ୍କ ଭାଷଣ ବନ୍ଦ କରି ଗୃହରୁ ପଳାଇଥିଲେ। ଛତ୍ରପତି ଶିବାଜୀ ମହାରାଜଙ୍କ ଉପରେ ରାଜ୍ୟପାଳଙ୍କ ମନ୍ତବ୍ୟ ବିରୋଧରେ ମହା ବିକାଶ ଆଗାଡି ଦଳପକ୍ଷରୁ ଗୃହରେ ସ୍ଲୋଗାନ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହାର ପ୍ରତିବାଦରେ ଏନସିପି ବିଧାୟକ ସଞ୍ଜୟ ଦୌଣ୍ଡ ମଧ୍ୟ ଶୀର୍ଷାସନ ପ୍ରଦର୍ଶନ କରିଥିଲେ। ରାଜ୍ୟପାଳ ଗୃହକୁ ଆସିବା ମାତ୍ରେ ଶାସକ ଦଳର ନେତାମାନେ ‘ଛତ୍ରପତି ଶିବାଜୀ ମହାରାଜ କି ଜୟ’ର ସ୍ଲୋଗାନ ଦେଇଥିଲେ। ଏହା ପରେ ରାଜ୍ୟପାଳ ଟେବୁଲ ଉପରେ ଭାଷଣକୁ ମାତ୍ର ୨୨ ସେକେଣ୍ଡରେ ଶେଷ କରି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri