Posted inଜାତୀୟ

ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ: ନିଆଁକୁ ନିୟନ୍ତ୍ରଣ କଲେ ଅଗ୍ନିଶମବାହିନୀ , ଦେଖନ୍ତୁ ଭୟାନକ ଭିଡ଼ିଓ

ପ୍ରୟାଗରାଜ,୭।୨: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା କ୍ଷେତ୍ରରେ ଅଗ୍ନିକାଣ୍ଡ ଘଟିଛି। ହେଲେ ଅଗ୍ନିଶମବାହିନୀ ନିଆଁକୁ ନିୟନ୍ତ୍ରଣ କରିଛନ୍ତି। ଅଗ୍ନିକାଣ୍ଡ ଘଟଣା ପିପା ବ୍ରିଜ ନମ୍ବର ୧୮ ନିକଟରେ ଘଟିଛି। ଆରଏଏଫ୍‌, ୟୁପି ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଛନ୍ତି। ଶଙ୍କରାଚାର୍ଯ୍ୟ ମାର୍ଗର ସେକ୍ଟର ୧୮ ସ୍ଥିତ ହରିହରାନନ୍ଦ କ୍ୟାମ୍ପରେ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଖବର ଲେଖାଯିବା ପର୍ଯ୍ୟନ୍ତ ଅଗ୍ନିକାଣ୍ଡ ଘଟଣାରେ କୌଣସି ମୃତାହତ କିମ୍ବା ଆର୍ଥିକ କ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଶିବିରରେ ଉପସ୍ଥିତ ସମସ୍ତ ଲୋକଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri