ଇସିଆର୍‌ ପକ୍ଷରୁ ମହାପରିନିର୍ବାଣ ଦିବସ

ଭୁବନେଶ୍ୱର,୭।୧୨: ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ. ବି.ଆର୍‌. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକରଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହ ଅନ୍ୟ କର୍ମଚାରୀମାନେ ମଧ୍ୟ ଡ. ବି.ଆର୍‌. ଆମ୍ବେଦକରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଉକ୍ତ ସମାରୋହରେ ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ, ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ। ରେଳପଥର ମୁଖ୍ୟ କାର୍ମିକ ଅଧିକାରୀ (ପ୍ରଶାସନ) ଏଲ୍‌ଭିଏସ୍‌ଏସ୍‌ ପାତୃଡୁ ଉକ୍ତ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ମହାପରିନିର୍ବାଣ ଦିବସ ମଧ୍ୟ ପୂର୍ବତଟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ୱାଲଟିୟର, ସମ୍ବଲପୁର ଓ ଖୋର୍ଦ୍ଧା ରୋଡ୍‌ ରେଳ ମଣ୍ଡଳଗୁଡ଼ିକ ସହ ଅନ୍ୟାନ୍ୟ ରେଳବାଇ କାର୍ଯ୍ୟାଳୟ ଓ ଷ୍ଟେଶନଗୁଡ଼ିକରେ ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନ କଲେ ଉଦୟ ନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ ଡେବ୍ୟୁ କରିବେ ମଲାଇକା-ଅରବାଜଙ୍କ ପୁଅ ଅରହାନ୍‌, ଜବରଦସ୍ତ ଆକ୍ସନ ସିନେମାରେ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri