Maha Shivaratri: ଜାଗର ପାଇଁ ନୀତି ନିର୍ଘଣ୍ଟ, ରାତି ୧୦ଟାରେ ଉଠିବ ମହାଦୀପ

ଭୁବନେଶ୍ୱର,୨୦ା୨: ଜାଗର ପାଇଁ ସରିଲା Lingaraj ମହାପ୍ରଭୁଙ୍କ ପ୍ରସ୍ତୁତି ବୈଠକ । ରାତି ୧୦ଟାରେ ଉଠିବ ମହାଦୀପ । Lingaraj Temple Mahadipa Timing ମହାଶିବରାତ୍ରି ଆୟୋଜନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି ।  ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ସୁପରିଚାଳନା ପାଇଁ ୩୫ ପ୍ଲାଟୁନ ପୋଲିସ ଫୋର୍ସ ଓ ୨୦୦ ରୁ ଉର୍ଧ୍ଵ ଅଧିକାରୀ ନିୟୋଜିତ ହେବେ ବୋଲି ପୋଲିସ କମିଶନର କହିଛନ୍ତି । ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri