Posted inଖେଳ

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ। ଲକ୍ଷାଧିକ ଲୋକଙ୍କ ସମାଗମକୁ ନଜର ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଶୃଙ୍ଖଳିତ ଦର୍ଶନ ପାଇଁ ଉଭୟ ମନ୍ଦିର ବାହାରେ ଓ ଭିତରେ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ୪୧ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଟ୍ରାଫିକ ପରିଚାଳନାକୁ ବିଶେଷ ଗୁରୁତ୍ତ୍ୱ ଦିଆଯାଇଛି। ଶୃଙ୍ଖଳିତ ଟ୍ରାଫିକ ପରିଚାଳନା ଲାଗି କଟକଣା ଜାରି କରାଯାଇଥିବା ବେଳେ ଗାଡ଼ି ରଖିବା ଲାଗି ମୋଟ ୧୨ଟି ପାର୍କିଂ ସ୍ଥାନ ଚିହ୍ନଟ କରାଯାଇଛି।

ଏପରିକି ମହାଶିବରାତ୍ରିରେ ଜାଲ ପାସ ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ଆଗୁଆ ସତର୍କ କରିଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri