ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ ଅଫିସ,୧୧ା୭: ସୋମବାର ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଭକ୍ତଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। ଏନେଇ ରବିବାର ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହୋଇଛି ଆଜ୍ଞାମାଳ। ସକାଳ ଧୂପ ନୀତି ପରେ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବାହାରିଥିଲା। ତିନି ପୂଜାପଣ୍ଡା ସାମନ୍ତ ତିନି ରଥରେ ଏକକାଳୀନ ଆଜ୍ଞାମାଳ ବିଜେ କରାଇଛନ୍ତି। ଏହାପରେ ରଥଗୁଡ଼ିକୁ ସିଂହଦାର ଅଭିମୁଖେ ଟଣାଯାଉଛି। ନନ୍ଦିଘୋଷ ରଥକୁ ପ୍ରଥମେ ଟଣା ହେବା ପରେ ଦେବଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ସିଂହଦାର ସମ୍ମୁଖରେ ରଖାଯିବ।

ସୂଚନାଯୋଗ୍ୟ, ଚଳିତବର୍ଷ ବିନାଭକ୍ତରେ ମହାପ୍ରଭୁ ଘୋଷଯାତ୍ରା କରିବେ। କେବଳ ପ୍ରାଶାସନିକ ଅଧିକାରୀ, ପୋଲିସ ଆଉ ସେବାୟତ ଚଳିତ ରଥଯାତ୍ରାରେ ସାମିଲ ହେବେ। କୋଭିଡ୍‌ କଟକଣାକୁ ଅନୁପାଳନ କରିବାକୁ ସହରକୁ ୬୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri