Advertisement

ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା, ଦେବୀ ସୁଭଦ୍ରାଙ୍କୁ ୨୨ ଗରା, ଜଗନ୍ନାଥଙ୍କୁ ୩୫ ଗରା ଓ ସୁଦର୍ଶନଙ୍କୁ ୧୮ ଗରା ଜଳରେ ମହାସ୍ନାନ କରାଯାଇଛି। କରୋନା କଟକଣା ମଧ୍ୟରେ ଆଗେଇ ଚାଲିଛି ଶ୍ରୀଜିଉଙ୍କ ରୀତିନୀତି। ମହାସ୍ନାନ ପରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ ଛେରାପହଁରା ନୀତି କରିଥିଲେ। ଏହାପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶ ନୀତି କରାଯାଇଛି। ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାବାହୁ। କରୋନା କଟକଣା ଯୋଗୁ ବିନା ଭକ୍ତରେ ଖାଁ ଖାଁ ଦିଶୁଛି ବଡ଼ଦାଣ୍ଡ।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ଶୀତ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଗତ କିଛିଦିନ ଧରି ଶୀତର ପ୍ରକୋପ ସାମାନ୍ୟ ବଢ଼ିଥିବା ବେଳେ ସୋମବାରଠାରୁ ପୁଣି ହ୍ରାସ ପାଇଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲ୍‌ସିୟସ...

୧.୮୨ ଲକ୍ଷ ଚାଷୀ ବୀମାରାଶି ପାଇବାରୁ ବଞ୍ଚିତ

ଯାଜପୁର ଅଫିସ,୮ା୪: ରାଜ୍ୟରେ ବିଭିନ୍ନ ତ୍ରୁଟି ଓ ବୀବାଦୀୟ କାରଣରୁ ୨୦୧୯ ଖରିଫ ଓ ୨୦୧୯-୨୦ ରବି ଋତୁରେ ୧,୮୨,୨୭୦ ଚାଷୀ ପ୍ରଧାନମନ୍ତ୍ରୀ ଫସଲ ବୀମା...

ତଳମୁହାଁ ସଂକ୍ରମଣ: ଚିହ୍ନଟ ହେଲେ ୮୩୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରାଣ୍ଟାଇନ୍‌ରୁ...

ନୀହାରିକା ହତ୍ୟା ମାମଲା : ଆତ୍ମସମର୍ପଣ କଲେ ପ୍ରେମିକ କିଶୋର

ଜଗତ୍‌ସିଂହପୁର ଅଫିସ/ବିରିଡ଼ି (ଡି.ଏନ୍‌.ଏ.),୨୧ା୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଏବେ ଭିନ୍ନ ମୋଡ଼ ନେଇଛି। ନୀହାରିକାଙ୍କ ମୃତଦେହ ବିରିଡ଼ି ଥାନା ଅଧୀନ ବିଲୁଆଖାଇ ନଦୀପଠାରୁ...

୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିବା ସହ ତରଳ...

କୋଭିଡ଼-୧୯ ବିରୋଧରେ ବେଦାନ୍ତର ତୃଣମୂଳ ସ୍ତରରେ ପ୍ରୟାସ

ଝାରସୁଗୁଡା ଅଫିସ,୧୬।୪: ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀର ପାରିପାର୍ଶ୍ୱିକ ଗ୍ରାମାଞ୍ଚଳରେ କୋଭିଡ଼-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଅଗ୍ନିଶମ ବିଭାଗ ଦ୍ୱାରା ଏହାକୁ ଆହୁରି ସୁଦୃଢ଼ କରାଯାଇଛି। କମ୍ପାନୀର...

କେନାଲ ହିଡରେ ବିିତୁଛି ଜୀବନ

ଅତାବିରା, ୪।୧ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତ ପୋଡବାଡି-ବରାହମୁଣ୍ଡା ଛକ କେନାଲ ହିଡରେ ରହୁଛନ୍ତି ଗଦାଧର ଡୋରା। ପରିବାର କହିଲେ ତାଙ୍କ...

CORONAVIRUS UPDATE: ମାସକରେ ୧୨ ଜିଲାରେ ୧୩୮ ସଂକ୍ରମିତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏହାକୁ ରୋକିବା ସରକାରଙ୍କ ପକ୍ଷେ ବେଳକୁ ବେଳ ମୁସ୍କିଲ ହୋଇପଡୁଛି। ସରକାର...

Advertisement
Archives

Model This Week