ଅପେକ୍ଷା କରିଛି ନନ୍ଦିଘୋଷ: ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୨୭ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ଆସୁଛନ୍ତି ପ୍ରଭୁ କାଳିଆ ସାଆନ୍ତ। ନନ୍ଦିଘୋଷ ରଥରେ ବିରାଜ କରିବା ପାଇଁ ଝୁଲିଝୁଲି ଆସୁଛନ୍ତି ମହାବାହୁ।

ପୂର୍ବରୁ ସୁଦର୍ଶନ ମହାପ୍ରଭୁ, ପରେ ପ୍ରଭୁ ବଳଭଦ୍ର ଏବଂ ମା’ ସୁଭଦ୍ରାଙ୍କ ପହଣ୍ଡି ବିଜେ ହୋଇସାରିଛି।

ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଛେରାପହଁରା ସରିବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ଅନ୍ୟପକ୍ଷେ ବିଶ୍ୱନିୟନ୍ତାଙ୍କ ରଥଯାତ୍ରାରେ ସାମିଲ ହେବାକୁ ଗୁରୁବାରଠାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri