Posted inଫୁରସତ

ମାଙ୍କଡ଼ଙ୍କୁ ଏପରି ଅବସ୍ଥାରେ ଦେଖି ଡରିଗଲା ମହାବଳ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବାଘକୁ ମହାବଳ କୁହାଯାଏ। ଜଙ୍ଗଲର ଅନ୍ୟ ପ୍ରାଣି ତାହାକୁ ଡରନ୍ତି। ମାତ୍ର ଏହି ଭିଡିଓରେ ତାର ବିପରୀତ ଦେଖିବାକୁ ମିଳୁଛିି। ଏଥିରେ ଜଳାଶୟ ନିକଟକୁ ବାଘ ଯାଉଥିବା ସମୟରେ ଦଳେ ମାଙ୍କଡ ତାହାର ପଛରେ ଅଛନ୍ତି। ପରେ ମାଙ୍କଡ ମାନଙ୍କୁ ଦେଖି ବାଘ ଦୌଡିବାକୁ ଲାଗୁଛି। ମାଙ୍କଡ ମଧ୍ୟ ତାକୁ ଗୋଡାଉଛନ୍ତି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri