IAS ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଲୋକପ୍ରିୟ ‘ମହାଭାରତ’ ଧାରାବାହିକର କୃଷ୍ଣ, ନିଜ ଝିଅଙ୍କୁ ଭେଟିବାକୁ ବାରଣ

ମୁମ୍ବାଇ: ରିଲ୍‌ ଲାଇଫରେ ‘ମହାଭାରତ’ କୃଷ୍ଣ ହୋଇ ହୃଦୟ ଜିଣିଥିବା ନିତୀଶ ଭରଦ୍ୱାଜ ଏବେ ବ୍ୟକ୍ତିଗତ ଜୀବନକୁ ନେଇ ମାନସିକ ଚାପରେ ଅଛନ୍ତି। ବିଆର ଚୋପ୍ରାଙ୍କ ମେଗା ଲୋକପ୍ରିୟ ଧାରାବାହିକ ‘ମହାଭାରତ’ର ଶ୍ରୀକୃଷ୍ଣ ଭୂମିକାରେ ସେ ଅଭିନୟ କରିଛନ୍ତି। ରିପବ୍ଲିକ ଭାରତର ରିପୋର୍ଟ ଅନୁସାରେ ଅଭିନେତା ନିତୀଶ ତାଙ୍କ ଆଇଏଏସ ସ୍ତ୍ରୀ ସ୍ମିତା ଗେଟ୍‌ଙ୍କ ବିରୋଧରେ ଭୋପାଲ ଥାନାରେ ଅଭିଯୋଗ ରୁଜୁ କରିଛନ୍ତି। ତାଙ୍କୁ ସେ ମାନସିକ ନିର୍ଯାତନା ଦେଉଥିବା ସେ ଅଭିଯୋଗ କରିଛନ୍ତି। ଏହି ମାମଲାରେ ଭୋପାଲ ପୋଲିସ କମିଶନର ଆଡିସନାଲ ଡିସିପି ଶାଲିନୀ ଦିକ୍ଷୀତଙ୍କୁ ଏ ସମ୍ପର୍କରେ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ ନିତୀଶ ଭରଦ୍ୱାଜଙ୍କ ପତ୍ନୀ ସ୍ମିତା ମଧ୍ୟପ୍ରଦେଶ ମାନବ ଅଧିକାର ଆୟୋଗରେ ଅଛନ୍ତି। ସ୍ମିତା ତାଙ୍କର ଦ୍ୱିତୀୟ ସ୍ତ୍ରୀ। ସେ ୨୦୦୯ ମାର୍ଚ୍ଚ ୧୪ରେ ସ୍ମିତାଙ୍କୁ ବିବାହ କରିଥିଲେ। ସେମାନଙ୍କର ଜାଆଁଳା ଝିଅ ଅଛନ୍ତି। କିନ୍ତୁ ୧୦ବର୍ଷ ପରେ ଦୁହେଁ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୯ରେ କୋର୍ଟରେ ତାଙ୍କର ଛାଡପତ୍ର ହୋଇଥିଲା।

ଗଣମାଧ୍ୟମ ରିପୋର୍ଟ ଅନୁସାରେ, ନିତୀଶଙ୍କ ଘର କଳି ଏବେ ଦାଣ୍ଡରେ ପଡିଛି। ଗତ କିଛିଦିନ ଧରି ଏନେଇ ସେ ମାନସିକ ଚାପରେ ଅଛନ୍ତି। ନିତୀଶଙ୍କୁ ତାଙ୍କ ସ୍ତ୍ରୀ ତାଙ୍କ ଝିଅଙ୍କୁ ଭେଟିବାକୁ ମଧ୍ୟ ଦେଉ ନାହାନ୍ତି। ଏବେ ନିତୀଶ ଓ ତାଙ୍କ ସ୍ତ୍ରୀ ସ୍ମିତାଙ୍କ କେସ ମୁମ୍ବାଇର ଏକ କୋର୍ଟରେ ଚାଲିଛି। ନିତୀଶ ଯେପରି ତାଙ୍କ ଝିଅମାନଙ୍କୁ ଭେଟି ନ ପାରନ୍ତି ସେଥିପାଇଁ ସ୍ମିତା ସେମାନଙ୍କ ସ୍କୁଲ ବଦଳାଇ ଦେଉଛନ୍ତି। ଏଥିରେ ଅତିଷ୍ଠ ହୋଇ ଶେଷରେ ନିତୀଶ ଭୋପାଳ ପୋଲିସର ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri