Posted inଜାତୀୟ

ଶହୀଦ୍‌ ସନ୍ତୋଷ ବାବୁଙ୍କୁ ମହାବୀର ଚକ୍ର ସମ୍ମାନ…

ନୂଆଦିଲ୍ଲୀ,୨୩।୧୧: ଲଦାଖ ସେକ୍ଟରର ଗଲୱାନ ଘାଟିରେ ଚାଇନା ସୈନ୍ୟଙ୍କ ସହିତ ସଂଘର୍ଷରେ ଶହୀଦ୍‌ ହୋଇଥିବା କର୍ନଲ ସନ୍ତୋଷ ବାବୁଙ୍କୁ ମଙ୍ଗଳବାର ମହାବୀର ଚକ୍ରରେ ସମ୍ମାନିତ କରାଯାଇଛି। ତାଙ୍କ ମାତା ଓ ସ୍ତ୍ରୀଙ୍କୁ ରାଜ ଭବନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଏହି ମରଣୋତ୍ତର ସମ୍ମାନ ପ୍ରଦାନ କରିଛନ୍ତି।

ଗଲୱାନର ସ୍ନୋ-ଲିଓପାର୍ଡ ଅପରେଶନ୍‌ରେ ଶହୀଦ୍‌ ହୋଇଥିବା ଅନ୍ୟ ୪ ଜଣଙ୍କୁ ବୀର ଚକ୍ର ପ୍ରଦାନ କରାଯାଇଛି। ସେମାନେ ହେଉଛନ୍ତି ନାଏବ ସୁବେଦାର ନୁଡୁରାମ ସୋରେନ (୧୬ ବିହାର), ହାଭିଲଦାର କେ. ପିଲାନି (୮୧ଫିଲ୍ଡ ରେଜିମେଣ୍ଟ), ନାୟକ ଦୀପକ କୁମାର (ଆର୍ମି ମେଡିକାଲ କର୍ପସ -୧୬ ବିହାର), ସିପାହୀ ଗୁରୁଜେତ ସିଂ (୩ ପଞ୍ଜାବ)। ଚଳିତ ବର୍ଷ ଗଣତନ୍ତ୍ର ଦିବସ ଅବସରରେ ଗଲୱାନ ଘାଟିରେ ଶହୀଦ୍‌ ହୋଇଥିବା ଯବାନଙ୍କୁ ସମ୍ମାନୀତ କରାଯିବା ଲାଗି ଘୋଷଣା କରାଯାଇଥିଲା। ଶହୀଦ କର୍ନଲଙ୍କ ପିତା ବି ଉପେନ୍ଦ୍ର ଏହି ସମ୍ମାନରେ ସନ୍ତୁଷ୍ଟ ନୁହଁନ୍ତି। ସେ କହିଛନ୍ତି ଯେ ସନ୍ତୋଷଙ୍କୁ ପରମବୀର ଚକ୍ର ସମ୍ମାନ ଦେବା ଉଚିତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri