ମହାଦେବ ବେଟିଂ ଆପ ବିବାଦରେ ଫସିଲା ଡାବର ଗ୍ରୁପ

ନୂଆଦିଲ୍ଲୀ,୧୫।୧୧: ବିବାଦୀୟ ମହାଦେବ ବେଟିଂ ଆପ ମାମଲାରେ ପ୍ରଥମେ ସେଲିବ୍ରେଟି ଓ ରାଜନେତାଙ୍କ ନାଁ ସାମ୍ନାକୁ ଆସିଥିଲା। କିନ୍ତୁ ଦିନକୁ ଦିନ ଏଥିରେ ଅନେକ ବଡ ବଡ କମ୍ପାନୀ ଫସିଥିବା ତଦନ୍ତରୁ ଜଣାପଡିଛି। ଆୟୁର୍ବେଦ ଔଷଧ ପ୍ରସ୍ତୁତ କରୁଥିବା ଏଫଏମସିଜି ସେକ୍ଟରର ବଡ କମ୍ପାନୀ ଡାବର ଗ୍ରୁପର ଟପ୍‌ ଅଧିକାରୀଙ୍କ ନାଁ ଏହି ମାମଲାରେ ସମ୍ପୃକ୍ତି ରହିଛି। ମୁମ୍ବାଇ ପୋଲିସ ଏହି ମାମଲାରେ ୩୨ଜଣ ବିରୋଧରେ ମାମଲା ରୁଜୁ କରିଛି। ଏଥିରେ ଡାବର ଗ୍ରୁପର ଚେୟାରମ୍ୟାନ ମୋହିତ ବର୍ମନ ଓ ଡାଇରେକ୍ଟର ଗୌରବ ବର୍ମନ ମଧ୍ୟ ସାମିଲ ଅଛନ୍ତି। ଏହି ଦୁଇଜଣଙ୍କ ବିରୋଧରେ ଠକେଇ ଓ ଜୁଆ ଖେଳୁଥିବା ନେଇ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri