ଚାମଚରେ ପାଣି ପିଇଲେ ମହାଦେବଙ୍କ ବୃଷଭ

କୋକସରା,୬।୩(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗାଁରେ ଥିବା ଚମ୍ପେଶ୍ୱର ମହାଦେବ ମନ୍ଦିରରେ ରବିବାର ମହାଦେବଙ୍କ ବୃଷଭ ଚାମଚରେ ପାଣି ପିଉଥିବା ଚର୍ଚ୍ଚା ହୋଇଥିଲା। ଏହାଶୁଣି ମନ୍ଦିରକୁ ଭକ୍ତଙ୍କ ସୁଅ ଛୁଟିଥିଲା।

ପଥରରେ ନିର୍ମିତ ବୃଷଭ ପାଣି ପିଇବା ଅବିଶ୍ୱାସ ଯୋଗ୍ୟ ହେଲେ ମଧ୍ୟ ଶତାଧିକ ଭକ୍ତ ମନ୍ଦିରରେ ପହଞ୍ଚି ପାଣି ପିଆଇ ଘଟଣା ସତ ବୋଲି ଜାଣିଥିଲେ। ଏପରି କି କିଛି ଭକ୍ତ ବୃଷଭ ମୁହଁ ପାଖରେ ଚାମଚରେ ପାଣି ରଖିଲେ ଶୋଷି ନେଉଥିବା ଦେଖିଥିଲେ। ଅନ୍ୟପକ୍ଷେ ଚମ୍ପେଶ୍ୱର ମହାଦେବ ମନ୍ଦିର ବହୁ ପୁରୁଣା ବୋଲି ସ୍ଥାନୀୟ ଲୋକେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ-ଧାମରା କୃଷକ ମଞ୍ଚର ଦାବି:ଜମିହରା ପରିବାରର ଜଣଙ୍କୁ ଦିଆଯାଉ ନିଯୁକ୍ତି

ତିହିଡ଼ି, ୨୧।୭ (ଡି.ଏନ.ଏ.) – ଭଦ୍ରକ-ଧାମରା କୃଷକ ମଞ୍ଚ ପକ୍ଷରୁ ଧାମରା ପୋର୍ଟ କମ୍ପାନୀ ଲିମିଟେଡ୍‌(ଡିପିସିଏଲ) ନିକଟରେ ବିଭିନ୍ନ ସମୟରେ କେତେକ ଦାବି ଉପସ୍ଥାପନ କରାଯାଇଥିଲେ...

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୩।୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର...

ଭଦ୍ରକ କରୋନା ସଂକ୍ରମିତଙ୍କ ସମ୍ପର୍କୀୟ ଜିନ୍ଦଲ କାରଖାନାର ଶ୍ରମିକ: ୫ ଜଣଙ୍କୁ ସଙ୍ଗରୋଧରେ ରଖିଛି କମ୍ପାନୀ

ଯାଜପୁର ଅଫିସ,୨୨ା୪: କଳିଙ୍ଗନଗର ଜିନ୍ଦଲ ଷ୍ଟେନଲେସ ଲିମିଟେଡ କାରଖାନାରେ ଜଣେ କାର୍ଯ୍ୟରତ ଶ୍ରମିକ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ନିକଟ...

ଚିକିତ୍ସା ଲାଗି ଟଁକା ବାଧକ୍‌: ରକ୍ତ କର୍କଟ ରୋଗ୍‌ରେ ପୀଡ଼ିତ ଲକ୍ଷ୍ମୀପ୍ରିୟା

ରାଉରକେଲା ଅଫିସ,୨୫।୪: ଟଁକା ପଏସା ଅଭାବ ଥିଲେ ବି ଝି’କେ ପାଠ୍‌ ପଢ଼ାବାରେ କେହେନ୍‌ସି ପରକାର ଉନା ନାଇଁକରି। ତାକର ଗୁଟେନ ଉଦେଶ ଥିଲା ଝି’କେ ପାଠ୍‌...

୩ ବିଶ୍ରାମାଗାରର ଉନ୍ନତୀକରଣ ହେଉନି

ବଅଁରପାଳ,୨୫।୫(ଡି.ଏନ.ଏ) ବଅଁରପାଳ ବଜାରରେ ଥିବା ୩ଟି ବିଶ୍ରାମାଗାର ଭଗ୍ନ ଅବସ୍ଥାରେ ରହିଛି। ଏହାକୁ ମରାମତି କରାଯାଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୫୫...

ବଦଳୁନି ଭିତ୍ତିଭୂମି: ଗୋଟିଏ ଗୃହରେ ୫ଶ୍ରେଣୀ

ପଦ୍ମପୁର, ୩।୧୦(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର କଲ୍ୟାଣପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ କୋଠରିରେ ୫ ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ...

ହାଥରସ ଘଟଣାକୁ ନେଇ ବଲାଙ୍ଗୀର ଜିଲା ମହିଳା କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର ଅଫିସ,୮ା୧୦: ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଘଟଣା ସମାଜରେ ମର୍ମାହତ ସୃଷ୍ଟି କରିଛି। ଏକ ଦଳିତ ନାବାଳିକା ଗଣବଳାତ୍କାର ଘଟଣାରେ ଉତ୍ତରପ୍ରଦେଶ ସରକାରଙ୍କ ପୋଲିସ ପ୍ରଶାସନ...

୫ ବଖରା ଜଳିଗଲା

ଭୁବନ/ମାଧପୁର, ୨୫ା୩(ଡି.ଏନ.ଏ.)- ଅଗ୍ନିକାଣ୍ଡ ଘଟି ଢେଙ୍କାନାଳ ଜିଲା ଭୁବନ ବ୍ଲକ ବର୍ଣ୍ଣାଳି ଗ୍ରାମର ଈଶ୍ୱର ମାହୁନ୍ତଙ୍କ ୨ ବଖରା ଘର ମଙ୍ଗଳବାର ରାତିରେ ଜଳିଯାଇଛି ।...

Advertisement
Archives

Model This Week