Posted inଜାତୀୟ

ମହାକାଳ ମନ୍ଦିରରେ ଆରମ୍ଭ ହେଲା ଭଷ୍ମ ଆଳତି

ଉଜ୍ଜୟିନୀ,୧୯ ।୨: ମହାଶିବରାତ୍ରୀ ପୂର୍ବରୁ ଉଜ୍ଜୟିନୀରେ ଥିବା ମହାକାଳ ମନ୍ଦିର ପ୍ରଶାସନ ଶିବଭକ୍ତଙ୍କୁ ଏକ ବଡ ଉପହାର ଦେଇଛନ୍ତି । ପୁଣିଥରେ ମହାକାଳେଶ୍ୱର ମନ୍ଦିରରେ ଭଷ୍ମ ଆଳତି ଆରମ୍ଭ କରାଯାଇଛି । ଅଧିକାରୀମାନେ କହିଛନ୍ତି କରୋନା ପ୍ରଭାବ କମ ହେବାରୁ ସାଧାରଣ ଭକ୍ତଙ୍କୁ ମନ୍ଦିର ପ୍ରବେଶ କରିବାକୁ ମନୁମତି ପ୍ରଦାନ କରାଯାଇଛି । ଧିରେ ଧିରେ ସମ୍ପୂର୍ଣ୍ଣର୍ କ୍ଷମତା ସହ ଭଷ୍ମ ଆଳତି କରାଯିବାର ବ୍ୟବସ୍ଥା କରାଯାଉଛି । ଏଥିପାଇଁ ଶ୍ରଦ୍ଧାଳୁଙ୍କୁ ଆଉ କିଛି ସମୟ ଅପେକ୍ଷା କରିବାକୁ ପଡିବ । ସୂଚନାଯୋଗ୍ୟ, ଉଜ୍ଜୟିନୀର ମହାକାଳେଶ୍ୱର ମନ୍ଦିରରେ ସକାଳେ ହେଉଥିବା ଭଷ୍ମ ଆଳତି ସାରା ବିଶ୍ୱର ଏକ ଆକର୍ଷଣର କେନ୍ଦ୍ର ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍‌

ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା…

ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ ହେବା ପରେ ଉଠିଲାଣି ବିବାଦ!

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବତନ ଭାରତୀୟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ସେମାନଙ୍କର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ଗାଙ୍ଗୁଲି କ୍ରିକେଟ ଆସୋସିଏସନ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?