Posted inଖେଳ

ସାନିଆଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ସାମି, କହିଲେ…

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରେକେଟ୍‌ ଟିମ୍‌ର ଦ୍ରୁତ ବୋଲର ମହମ୍ମଦ ସାମି ଏବଂ ଟେନିସ୍‌ ତାରକା ସାନିଆ ମିର୍ଜାଙ୍କ ବିବାହକୁ ନେଇ ନିକଟରେ ଚର୍ଚ୍ଚା ଜୋର ହେଉଥିଲା । ହେଲେ ଏହି ଖବରକୁ ନେଇ ସାମ଼୍ବାଦିକ ତଥା ୟୁଟ୍ୟୁବର ଶୁଭଙ୍କରଙ୍କୁ ସାକ୍ଷାତକାର ଦେବା ସମୟରେ ସେ ମୁହଁ ଖୋଲିଛନ୍ତି । ବିଭିନ୍ନ ସୋସିଆଲ ମିଡିଆରେ ସାମିଙ୍କ ସହ ସାନିଆଙ୍କ ଫଟୋକୁ ପୋଷ୍ଟ କରାଯାଉଛି । ସାନିଆଙ୍କ ପିତା ମଧ୍ୟ ଏହାକୁ ଅସ଼୍ବୀକାର କରି ଏହାକୁ କେବଳ ଗୁଜବ ବୋଲି କହିଥିଲେ। ସାନିଆଙ୍କ ବାପା ପ୍ରଶଂସକମାନଙ୍କୁ ଏପରି ଖବର ପ୍ରସାରଣ ନକରିବାକୁ ନିବେଦନ କରିଥିଲେ। ବର୍ତ୍ତମାନ ସାମି ନିଜେ ଏହି ପ୍ରସଙ୍ଗରେ ନୀରବତା ଭାଙ୍ଗିଛନ୍ତି ।

ନିକଟରେ ଶୁଭଙ୍କର ମିଶ୍ରଙ୍କ ସହ ହୋଇଥିବା ବାର୍ତ୍ତାଳାପରେ ଯେତେବେଳେ ସାମିଙ୍କୁ ଏହି ଗୁଜବ ବିଷୟରେ ପଚରାଯାଇଥିଲା, ସେ ଅନଲାଇନରେ ଏହିପରି ଖବର ପ୍ରସାର ପାଇଁ ଦାୟୀ ଲୋକଙ୍କୁ ତାଗିଦ କରିଥିଲେ । ଲୋକଙ୍କୁ ସୋସିଆଲ ମିଡିଆରେ ଅଧିକ ମିଥ୍ୟା ପ୍ରଚାର ନକରିବାକୁ ସେ କହିଥିଲେ ଏବଂ ଏଭଳି ମେମ୍ସ ମନୋରଞ୍ଜନ କରିପାରେ ବୋଲି କହିଥିଲେ । କିନ୍ତୁ ତାହା ଭଲ ନୁହେଁ । ମୁଁ ସମସ୍ତଙ୍କୁ ସୋସିଆଲ ମିଡିଆରେ ଏଭଳି ଭିତ୍ତିହୀନ ଖବର ପ୍ରଚାର ନକରିବାକୁ ଅନୁରୋଧ କରୁଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri