Posted inଖେଳ

ଇତିହାସ ରଚିଲେ ମହମ୍ମଦ ସିରାଜ

କେପଟାଉନ,୩।୧: କେପଟାଉନ ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ ମହମ୍ମଦ ସିରାଜଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ମହମ୍ମଦ ସିରାଜ ପ୍ରଥମ ଅଧିବେଶନରେ ଦକ୍ଷିଣ ଆଫ୍ରିକା ଦଳର ୫ ଜଣ ବ୍ୟାଟ୍ସମ୍ୟାନଙ୍କ ଆଉଟ୍‌ କରି ଇତିହାସ ସୃଷ୍ଟି କରିଛନ୍ତି। ଦକ୍ଷିଣ ଆଫ୍ରିକାର ୫୫ ରନ୍‌ରେ ଅଲଆଉଟ୍‌ ହୋଇଛି। ମହମ୍ମଦ ସିରାଜ ୬ଟି ଉଇକେଟ ନେଇଛନ୍ତି।
ମହମ୍ମଦ ସିରାଜ ପ୍ରଥମେ ଦୁଇ ଓପନର ଆଡେନ ମାର୍କ୍ରମ ଏବଂ ଡିନ ଏଲଗାରଙ୍କୁ ପ୍ୟାଭିଲିୟନର ରାସ୍ତା ଦେଖାଇଥିଲେ। ତା’ପରେ ମହମ୍ମଦ ସିରାଜ ଡନି ଡି ଜୋରଜୀ, ଟ୍ରିଆଷ୍ଟ ଷ୍ଟବ୍ସ, ଡେଭିଡ ବେଡିଙ୍ଗହମ, କିଲି ଭେରେୟାନ ଏବଂ ମାର୍କୋ ୟୋସେନଙ୍କୁ ଆଉଟ୍‌ କରିଥିଲେ। ଏହିପରି, ମହମ୍ମଦ ସିରାଜ ପ୍ରଥମ ଅଧିବେଶନରେ ୫ ଜଣ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରି ଏକ ବଡ଼ ସଫଳତା ହାସଲ କରିଥିଲେ।
ଦକ୍ଷିଣ ଆଫ୍ରିକା ଦଳ ୨ଟି ଟେଷ୍ଟ ମ୍ୟାଚ ସିରିଜରେ ୧-୦ରେ ଆଗୁଆ ରହିଛି। ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଏକ ଇନିଂସ ଏବଂ ୩୨ ରନରେ ଟିମ ଇଣ୍ଡିଆକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri