୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ମହାନଦୀ ଟ୍ରିବ୍ୟୁନାଲ ଅବଧି ଏପ୍ରିଲ ୧୩ରେ ସରୁଥିଲା।

ସୂଚନାଯୋଗ୍ୟ, ଓଡ଼ିଶା ଏବଂ ଛତିଶଗଡ଼ ୨୦୨୭ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଟ୍ରିବ୍ୟୁନାଲ ଅବଧି ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। ମହାନଦୀ ଜଳ ବିବାଦର ସମାଧାନ ଲାଗି ମହାନଦୀ ଟ୍ରିବ୍ୟୁନାଲ ୨୦୧୮ ମାର୍ଚ୍ଚରେ ଗଠନ ହୋଇଥିଲା। ନିୟମ ଅନୁଯାୟୀ, ଏହି ବିବାଦର ଅନ୍ତ ୩ ବର୍ଷ ମଧ୍ୟରେ ହେବାକଥା। ମାତ୍ର ପ୍ରଥମ ପର୍ଯ୍ୟାୟରେ ଏହା ବଢ଼ି ୨୦୨୩ ମାର୍ଚ୍ଚରେ ଫଇସଲା ହେବାକୁ ଥିଲା। ହେଲେ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ଅନୁରୋଧକ୍ରମେ ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏହାର କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୧୩ ଯାଏ ବଢ଼ାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା…

ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ

ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା  ଘଷିପୁରା ଥାନା  ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri