ଗଞ୍ଜେଇ ଭର୍ତ୍ତି କାର ଜବତ

ତୁମୁଡ଼ିବନ୍ଧ,୧୧ା୭ (ଦିପକ କୁମାର ପରାସେଠ):ତୁମୁଡ଼ିବନ୍ଧ ଥାନା ଆନ୍ତର୍ଗତ କାଳିସାପାଦର ରାସ୍ତା ୫ନଂ. ରାଜ୍ୟ ରାଜପଥରେ ଏକ ଗଞ୍ଜେଇ ଭର୍ତ୍ତି କାର ଜବତ କରାଯାଇଛି। ସୂଚନା ଅନୁସାରେ ବାଲୁଗୁଡାଠାରୁ ମୁନିଗୁଡା ଅଭିମୁଖେ ଏକ କାର (ଓଡି ୦୫ଏ ୩୨୯୧) ଗାଡ଼ି ସହ ୧କୁଇଣ୍ଟାଲ ୫୦କେଜି ଗଞ୍ଜେଇ ତୁମୁଡ଼ିବନ୍ଧ ପୋଲିସ ଜବତ କରିଛି। ପରେ ତୁମୁଡିବନ୍ଧ ଅତିରିକ୍ତ ତହସିଲଦାର ସୁନୀଲ କୁମାର ନାୟକ ଘଟଣା ସ୍ଥଳରେ ଉପସ୍ଥିତ ରହି ଜବତ ଗଞ୍ଜେଇକୁ ଓଜନ କରାଯାଇଥିଲା। ଏଥିରେ ଥାନା ଅଧିକାରୀ ଆଶୁତୋଷ ଜେନା , ଅମ୍ବିକା ପାତ୍ର, ଅନନ୍ତ ପ୍ରଧାନ, ମନୋରଞ୍ଜନ କଁହର, ଏଏସାଇ ସଞ୍ଜୟ କୁମାର ପ୍ରଧାନ, ଅଶୋକ ଜେନା ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?