ମାହାଙ୍ଗା ଡବଲ ମର୍ଡର ଘଟଣା: ହାଜର ହେଲେନି ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ। ତେବେ ଆଜି ଉକ୍ତ ମାମଲା ଶୁଣାଣି ହେଉଥିବା ବେଳେ ଥାନାଧିକାରୀ ଅନୁପସ୍ଥିତ ଥିଲେ। ଅପରପକ୍ଷରେ ଥାନାଧିକାରୀ ଅଧିକ ୩ ସପ୍ତାହ ସମୟ ମାଗିଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ମାହାଙ୍ଗାରେ ଦୁଇ ଭାଜପା ନେତା କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ସୂର୍ଯ୍ୟ ମନ୍ଦିର ମରାମତି ମାମଲା: ଆମିକସ୍‌ କ୍ୟୁରୀଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଦାଖଲ

କଟକ ଅଫିସ,୨୩।୭: କୋଣାର୍କ ସୂର୍ଯ୍ୟ ମନ୍ଦିର ମରାମତି ମାମଲାରେ ହାଇକୋର୍ଟ ଏନ୍‌.କେ. ମହାନ୍ତିଙ୍କୁ ସୋମବାର ଆମିକସ୍‌ କ୍ୟୁରୀ ଭାବେ ନିଯୁକ୍ତ କରିଛନ୍ତି। ମହାନ୍ତି ଅଦାଲତଙ୍କୁ କୋଣାର୍କ...

ଗଙ୍ଗାସାଗରରେ ୭ଲକ୍ଷ ଶ୍ରଦ୍ଧାଳୁଙ୍କ ମକରବୁଡ଼

ଭୋଗରାଇ, ୧୬।୧(ଡି.ଏନ.ଏ.) ପଶ୍ଚିମବଙ୍ଗ ସାଗରଦ୍ୱୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ଶୁକ୍ରବାର ନିଶିବସାନ ମହେନ୍ଦ୍ର ବେଳାରେ ୭ଲକ୍ଷରୁ ଊର୍ଦ୍ଧ୍ୱ ପୁଣ୍ୟାର୍ଥୀ ସମୁଦ୍ରରେ ମକରବୁଡ଼...

ସମ୍ପୂର୍ଣ୍ଣାଙ୍କୁ ଗ୍ରହଣ କଲେ ବାଙ୍ଗାଲୋରର ଦମ୍ପତି

ସୋନପୁର,୧୨।୬(ନି.ପ୍ର.)ସୁବର୍ଣ୍ଣପୁରର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର(ସା)ରେ ରହୁଥିବା ଶିଶୁ କନ୍ୟା(ସମ୍ପୂର୍ଣ୍ଣା)ଙ୍କୁ ବାଙ୍ଗାଲୋରରେ ରହୁଥିବା ଦମ୍ପତି ମଙ୍ଗଳବାର ଗ୍ରହଣ କରିଛନ୍ତି। ଏହି ଶିଶୁକୁ ଜିଲା ଶିଶୁ ମଙ୍ଗଳ...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ପରିବାରର ୬ ବଖରା

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ତହସିଲ ଅନ୍ତର୍ଗତ ଗାୟଗଣ୍ଡାରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୬ ବଖରା ଜଳିଯାଇଛି । ଏଥିସହ...

ଅନୁଗୋଳ ପୋଲିସ କବ୍‌ଜାରେ ଅଭିଯୁକ୍ତ ବାପି

ଅନୁଗୋଳ ଅଫିସ, ୨୪।୫- ଅନୁଗୋଳ ପୋଲିସ ହାତରେ ଧରାପଡ଼ିଛନ୍ତି ଅଭିଯୁକ୍ତ ବାପି ଓରଫ ସତ୍ୟଜିତ୍‌ ପ୍ରଧାନ(୩୩)। ତେବେ ବାପିଙ୍କୁ କେଉଁଠାରୁ ଗିରଫ କରାଯାଇଛି ସେ ସମ୍ପର୍କରେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୪.୭୧ ଲକ୍ଷ ଟଙ୍କା ପ୍ରଦାନ

ବ୍ରହ୍ମପୁର ଅଫିସ,୨୩ା୪: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗଞ୍ଜାମ ଜିଲାର ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ପକ୍ଷରୁ ଗୁରୁବାର ୪ଲକ୍ଷ ୭୧ ହଜାର...

ନିଆଁରେ ପୋଡ଼ି ୨ ମୃତ, ୩ ଗୁରୁତର

ରାୟଗଡ଼ା ଅଫିସ,୧୮ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜଣ ପୋଡ଼ିହୋଇ...

୪ଦିନ ହେବ ବସ୍ତିରେ ରହିଛନ୍ତିି ପଜିଟିଭ୍‌

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବସ୍ତି ଓ ଶିଳ୍ପାଞ୍ଚଳରେ କାର୍ଯ୍ୟ କରୁଥିବା ବାହାର ଶ୍ରମିକଙ୍କ ପାଇଁ ଭୁବନେଶ୍ୱରରେ ଏବେ ସଂକ୍ରମଣ ବଢ଼ିଚାଲିଛି। ବର୍ତ୍ତମାନ ସହରରେ ୫ଶହରୁ ଊର୍ଦ୍ଧ୍ୱ ବସ୍ତି...

Advertisement
Archives

Model This Week