ମାହାଙ୍ଗା ଡବଲ ମର୍ଡର ଘଟଣା : ୨୦ସୁଦ୍ଧା ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

ସାଲେପୁର,୧୩।୬(ଡି.ଏନ୍‌.ଏ) ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫସି ପୁଣି ଏକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସ ୨୦ତାରିଖ ସୁଧା ତଦନ୍ତ ଷ୍ଟାଟସ ରିପୋର୍ଟ ଦାଖଲ ସହ ତଦନ୍ତ କାହିଁକି ବିଳମ୍ବ ହେଉଛି କାରଣ ଦର୍ଶାଇବା ପାଇଁ ତଦନ୍ତକାରୀ ଅଫିସରଙ୍କୁ ଜେଏମଏଫସିଙ୍କ ନୋଟିସ ଜାରି କରିଛନ୍ତି। ଗତ ମେ’ ୪ ତାରିଖରୁ ଏହି ଘଟଣାର ତଦନ୍ତ କାହିଁକି ଶିଥିଳ ପଡିଛି ଏବଂ ତଦନ୍ତ କାହିଁକି ବିଳମ୍ବ ହେଉଛି। ଅନ୍ୟପଟେ ମାହାଙ୍ଗା ଥାନା ଅଧିକାରୀ ନିହାର ରଞ୍ଜନ ମହାନ୍ତି ଏବେ ଅନ୍ୟତ୍ର ବଦଳି ହୋଇଯିବା ଫଳରେ ଏବେ କେଉଁ ଅଫିସର ଏହି ତଦନ୍ତର ଭାର ନେଇଛନ୍ତି ତାହା ରିପୋର୍ଟ ଦାଖଲ ପରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri