ମାହାଙ୍ଗା ଗଣହତ୍ୟା ମାମଲା: ଆଜି ସରିବ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି

ମାହାଙ୍ଗା,୧୬।୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁଙ୍କ ଶନିବାର ରିମାଣ୍ଡ ଅବଧି ସରୁଛି। ହତ୍ୟାକାଣ୍ଡ ଉପରେ ପଚରାଉଚରା ଜାରି ରଖିଛି ପୋଲିସ। ଶୁକ୍ରବାର କ୍ରାଇମସ୍ପଟକୁ ଯାଇ ମର୍ଡରର ଡେମୋ ଦେଖାଇଥିଲେ ଶିବପ୍ରସାଦ ।ତେବେ ଆଜି ରିମାଣ୍ଡର ଶେଷ ଦିନରେ ପୋଲିସ ଅଭିଯୁକ୍ତକୁ କ୍ରସ ଇଣ୍ଟୋରୋଗେସନ କରିବ ବୋଲି ଜଣାପଡିଛି ।

ଅନ୍ୟପଟେ ବଡ଼ ଭାଇ ପରିବାରର ୫ ଜଣଙ୍କୁ ହତ୍ୟା କରିଥିବା ଶିବ ସ୍ବୀକାର କରିସାରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ମାହାଙ୍ଗା କୁସୁପୁର ଗାଁରେ ଗଣହତ୍ୟାକାଣ୍ଡ ଘଟିଥିଲା। ବଡ଼ ଭାଇ ଅଲେଖ ସାହୁ, ତାଙ୍କ ସ୍ତ୍ରୀ ରଶ୍ମିରେଖା ସାହୁ, ଦୁଇ ପୁଅ ସ୍ମୃତି ସୌରଭ ଓ ସ୍ମୃତି ସାଇ ଏବଂ ୧୯ ବର୍ଷର ଝିଅ ସ୍ମୃତିସାଙ୍କୁ ଅତି ବୀଭାତ୍ସ ଭାବେ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ଉପରକୁ ନେଇ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

  ସୁନ୍ଦରଗଡ଼, ୮।୨ (ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ପୀଡିତା ଏସମ୍ପର୍କରେ କୁତ୍ରା ଥାନାରେ...

ଆଜି ଆଉ ୬୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୬୭୫୭କୁ ବୃଦ୍ଧି

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ପୁଣି ୬୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ପିପିଇ କିଟ୍‌ ମାଗିଦେଲେ, ଏବେ ରଖୁନାହାନ୍ତି

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ ଏମାନଙ୍କ ଚିକିତ୍ସା କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ)...

ନୀଳମାଧବଜୀଉଙ୍କ ଓଢ଼ଣ ଲାଗି ବେଶ

ଖଣ୍ଡପଡା,୩।୧୨(ସ୍ବ.ପ୍ର.)-ସୋମବାର ଓଢଣ ଷଷ୍ଠୀ ତିଥି ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ଓଢଣ ଲାଗି ବେଶ ଆରମ୍ଭ ହୋଇଛି । ମନୁଷ୍ୟ ଶୀତ ଦାଉରୁ ରକ୍ଷାପାଇବା ପାଇଁ...

ବିନା ହେଲ୍‌ମେଟ୍‌ରେ ବାଇକ୍‌ ରାଲି ଘଟଣା: ନୋଟିସ ପୂର୍ବରୁ ଦେଲେ ଜରିମାନା ୪୦ ବିଜେଡି କର୍ମୀ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବିନା ହେଲ୍‌ମେଟ୍‌ରେ ରାଜଧାନୀରେ ବାଇକ୍‌ ରାଲି କରିଥିବା ଆଉ ୪୦ଜଣ ବିଜେଡି କର୍ମୀ ଜରିମାନା ଦେଇଛନ୍ତି। ସୋମବାର ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ...

ମଣ୍ଡିରୁ ଉଠୁନି ଧାନ, ମିଲର୍ସଙ୍କୁ ଅନୁକମ୍ପା

ବରଗଡ଼ ଅଫିସ୍‌,୨୮।୧୨ ବରଗଡ଼ ଜିଲାରେ ଧାନ କିଣାବିକା ଅନିୟମିତତା ସାଧାରଣରେ ପରିଣତ ହୋଇଛି। ଧାନର ଅଭାବୀ ବିକ୍ରି, ମଲର୍ସଙ୍କ ମର୍ଜିରେ ଧାନକିଣା, ମଣ୍ଡିରେ କଟନୀଛଟନୀ ଭଳି...

ଦାଦନ ଖଟିବାକୁ ଯାଇଥିଲେ ଛାତ୍ର, ଘରକୁ ଆସିଲା ମୃତଦେହ

କୋକସରା,୨୬ା୫(ଡି.ଏନ.ଏ) କଳାହାଣ୍ଡି ଜିଲା କୋକସରା ବ୍ଳକରେ ଦାଦନ ଦୁଃଖ ଥମିବାର ନାଁ ଧରୁନାହିଁ। ଦିନକୁ ଦିନ ଦାଦନ ସମସ୍ୟା ଉଗ୍ର ରୂପ ନେଇଥିବା ବେଳେ ରାଜ୍ୟ...

ସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜା

ପୁରୀ ଅଫିସ, ୨।୮ : ରାଜ୍ୟବାସୀ ଯେମିତି କମ୍‌ ଦାମରେ ବର୍ଷସାରା ଆଳୁ ପାଇପାରିବେ ସେଥିପାଇଁ ସରକାର ଆଳୁ ମିଶନ ଆରମ୍ଭ କରିଥିଲେ। ହେଲେ ଏହି ମିଶନ...

Advertisement
Archives

Model This Week