Advertisement

ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼

ପୁରୀ ଅଫିସ, ୫।୧୧: ଧର୍ମର ମାସ କାର୍ତ୍ତିକ ଚାଲିଛି। ଏ ନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି। ପଞ୍ଚକର ଦ୍ୱାଦଶୀ ତିଥିରେ ଶନିବାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପଞ୍ଚକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ଲୋକ ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସଦାଚରଣ ଅଭିଯୋଗର ନିରପେକ୍ଷ ତଦନ୍ତ ଦାବି: ଥାନା ଆଗରେ ଛାତ୍ରୀଙ୍କ ବିକ୍ଷୋଭ, ରାସ୍ତା ଅବରୋଧ

ରାଇରଙ୍ଗପୁର,୫ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା କଲେଜ ଛାତ୍ରୀ ଟ୍ୟୁଶନ ଯାଇଥିବାବେଳେ ମଙ୍ଗଳବାର ଜଣେ କମ୍ପ୍ୟୁଟର ଶିକ୍ଷକ ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା।...

ଭିଜିଲାନ୍ସ ଜାଲରେ ସହକାରୀ ଅଗ୍ନିଶମ ଅଧିକାରୀ

ବରଗଡ଼ ଅଫିସ,୧୦ା୯: ଅଗ୍ନିଶମ ବିଭାଗରେ କାର୍ଯ୍ୟରତ ସହକାରୀ ଅଗ୍ନିଶମ ଅଧିକାରୀ ପ୍ରଶାନ୍ତ କୁମାର ମହାପାତ୍ର ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭେଡେନ ବ୍ଲକ ଅନ୍ତର୍ଗତ ପପଙ୍ଗା...

୧୭୦ କିମି ଚାଲି ଗାଁକୁ ଫେରିଲେ ୫ ଦାଦନ ଶ୍ରମିକ

ନନ୍ଦପୁର,୪।୪(ଡି.ଏନ୍.ଏ.): ଲକ୍ ଡାଉନ ଯୋଗୁ ଦାଦନ ଶ୍ରମିକଙ୍କ ଦୁଃଖ ବଢ଼ିଯାଇଛି। ବାହାର ରାଜ୍ୟରେ କେଉଁଠି ଫସିରହିଛନ୍ତି ତ ଅନ୍ୟ କେଉଁଠୁ ଚାଲିଚାଲି ଗାଁକୁ ଫେରୁଛନ୍ତି। ଶନିବାର...

ଅଧ୍ୟବସାୟ ଆଗରେ ହାରିଲା ଅନଟନ

ପରଜଙ୍ଗ, ୯।୧୦(ଡି.ଏନ୍‌.ଏ.): ବାପା ଦିନ ମଜୁରିଆ। ସାରା ଦିନ କଟେ ହାଡ଼ଭଙ୍ଗା ପରିଶ୍ରମରେ। ସଂସାର ରଥକୁ ଚଳାଇ ନେବାକୁ ମା’ଙ୍କର ଅବଦାନ ବି କମ୍‌ ନୁହେଁ।...

ରାସ୍ତା କାମ କଲେ ବିଧାୟକ

ପାପଡାହାଣ୍ଡି,୨୧।୭(ଡି.ଏନ୍‌.ଏ): ରାସ୍ତାରେ ପଡି ରହିଥିଲା ମୋରମ ଗଦା। ୟାତାୟାତରେ ସମସ୍ୟା ହେଉଥିଲା। ଲୋକଙ୍କ ଅସନ୍ତୋଷ ପରେ ବି ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉନଥିଲା ।...

୧୪୨ ୟୁନିଟ୍‌ ରକ୍ତ ସଂଗ୍ରହ

ଅନୁଗୋଳ ଅଫିସ/ଆଠମଲ୍ଲିକ/  ଢେଙ୍କାନାଳ ଅଫିସ, ୧୬।୪:  ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରକ୍ତ ଅଭାବ ଦୂର ପାଇଁ ଅନୁଗୋଳ ନିର୍ବାଚନମଣ୍ଡଳୀ ବିଜୁ...

ମହିଳାଙ୍କୁ ଆକ୍ରମଣ, ଜେଲଗଲେ ଶିକ୍ଷକ

ଭଞ୍ଜନଗର,୨୦।୧୨(ଡି.ଏନ୍‌.ଏ.)- ତାରସିଂ ପୋଲିସ ଶୁକ୍ରବାର ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେହେଲେ ପ୍ରତାପୁରର ଶଙ୍କର ନାୟକ। ମହିଳାଙ୍କ ଏତଲାକ୍ରମେ ନଂ.୧୯୫/୧୯ରେ ଏକ...

ମତ ବଦଳାଇଲେ ସଞ୍ଜୟ

ପୁରୀ ଅଫିସ,୮ା୬: ପୁରୀ ପୋଲିସ ଏବଂ ଅବକାରୀ ବିଭାଗ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

Advertisement
Archives

Model This Week