Advertisement

ମାଣ୍ଡିଆରେ ମହାପ୍ରଭୁ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଛୋଟ ଚାଷୀ, ଆଦିବାସୀମାନେ ପ୍ରାୟତଃ ମାଣ୍ଡିଆ ଚାଷ କରିଥାନ୍ତି। ମାଣ୍ଡିଆର ଗୁଣବତ୍ତା ଓ ପୃଷ୍ଟିକର ହୋଇଥିବାରୁ ଦିନକୁ ଦିନ ରାଜ୍ୟ ତଥା ରାଜ୍ୟ ବାହାରେ ଏହାର ଆଦୃତ ବଢ଼ିବାରେ ଲାଗିଛି। ମାଣ୍ଡିଆର ବିଶେଷତ୍ୱକୁ ଦୃଷ୍ଟି ରଖି ପ୍ରତି ବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ପାଳନ କରିବା ନିମନ୍ତେ ଓଡ଼ିଶା ସରକାର ନିଷ୍ପତ୍ତି ଦେଇଛନ୍ତି। ତେବେ ଏହି ଦିବସକୁ ସ୍ବତନ୍ତ୍ର ଭାବେ ପାଳନ କରିବା ପାଇଁ ପ୍ରୟାସ କରିଛନ୍ତି ଜଣାଶୁଣା ଚିତ୍ରଶିଳ୍ପୀ ପ୍ରିୟଙ୍କା ସାହାଣୀ। ମିନିଏଚର୍‌ ଆର୍ଟ ମାଧ୍ୟମରେ ସେ ମାଣ୍ଡିଆର ଗୁରୁତ୍ୱ ସମ୍ପର୍କରେ ସୂଚନା ଦେବାକୁ ଚାହିଁଛନ୍ତି। ସୋରିଷଠାରୁ ଆକାରରେ ସାନ ଦେଖାଯାଉଥିବା ଏହି ମାଣ୍ଡିଆରେ ସେ ପ୍ରସ୍ତୁତ କରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଚିତ୍ର ପ୍ରସ୍ତୁତ କରିଛନ୍ତି। ୦.୧ ବ୍ୟାସ ବିଶିଷ୍ଟ ଗୋଟିଏ ଗୋଟିଏ ମାଣ୍ଡିଆ ଦାନାରେ ସେ ଏପରି ସୂକ୍ଷ୍ମ ଚିତ୍ରକଳା କରିଛନ୍ତି। ବିଭିନ୍ନ ରଙ୍ଗ ବ୍ୟବହାର କରି ସେ ଅବିକଳ ତିନିଠାକୁରଙ୍କ ଚିତ୍ର ପ୍ରସ୍ତୁତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ରାତି ସାଢେ ୧୦ଟା ଯାଏ ଖୋଲିବ ମଦ ଦୋକାନ

ଭୁବନେଶ୍ୱର,୬।୮(ବ୍ୟୁରୋ)-ଏଣିକି ସମଗ୍ର ରାଜ୍ୟରେ ଦିନ ୧୦ଟାରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବ। ଏ ନେଇ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ...

ଆଜିଠୁ ଖୋଲିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର,୧୯।୧(ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ୧୦ ମାସ ଧରି ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟ ଓ...

ଗର୍ଭଗୃହରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ ମନା

ପୁରୁଣା ଭୁବନେଶ୍ୱର, ୧୭।୩(ଡି.ଏନ୍‌.ଏ.): ମହାମାରୀ କରୋନା ପାଇଁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି କରାଯାଇଛି। ଶ୍ରୀ ଲିଙ୍ଗରାଜ ମନ୍ଦିର...

କଲେଜ ଯିବେନି ଅଧ୍ୟାପକ, କର୍ମଚାରୀ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲାକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଅଧ୍ୟାପକ ଏବଂ କର୍ମଚାରୀମାନଙ୍କୁ ଶିକ୍ଷାନୁଷ୍ଠାନକୁ ନ ଆସିବାକୁ ବାରଣ କରିଛି ଉଚ୍ଚଶିକ୍ଷା ବିଭାଗ।...

ରେଭେନ୍ସା ଛାତ୍ରସଂଘ-କର୍ତ୍ତୃପକ୍ଷ ମୁହାଁମୁହିଁ

କଟକ ଅଫିସ,୧୯ା୫: ଗେଟ୍‌ ବିବାଦକୁ ନେଇ ରେଭେନ୍ସାରେ ଛାତ୍ରସଂଘ ଏବଂ କର୍ତ୍ତୃପକ୍ଷ ମୁହାଁମୁହିଁ ହୋଇଛନ୍ତି। ବହୁଥର ଆଲୋଚନା ପରେ କର୍ତ୍ତୃପକ୍ଷ ଦାବିକୁ ମାନି ନ ନେବାରୁ...

ମିଶନ ଶକ୍ତି ମହିଳାଙ୍କୁ ମିଳିବ ମିଲ୍‌ ପିଛା ୨ ଟଙ୍କା ପ୍ରୋତ୍ସାହନ ରାଶି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲା ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆ ଘୋଷଣା କରିଛନ୍ତି। ପ୍ରବାସୀମାନଙ୍କ ଆଗମନକୁ ଦୃଷ୍ଟିରେ ରଖି ଆଗକୁ ଦୈନିକ ୧୫ହଜାର...

ବାଲେଶ୍ୱର ଉପନିର୍ବାଚନ: ଭୋଟ ଦେବାପାଇଁ ଲାଇନ୍‌ରେ କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୩।୧୧: ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ଭୋଟ ଦେବା ପାଇଁ...

ଧାମନଗରବାସୀଙ୍କ ସ୍ନେହ, ଶ୍ରଦ୍ଧାର ବିଜୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଫଳାଫଳ ଘୋଷଣା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପ୍ରତିକ୍ରିୟାରେ ଏହା ଧାମନଗରବାସୀଙ୍କ...

Advertisement
Archives

Model This Week