ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର ରିଲିଜ ତାରିଖ ଘୁଞ୍ଚାଇ ଦିଆଯାଇଥିଲା। ଏବେ ସୁପ୍ରିମକୋର୍ଟରୁ ଗ୍ରୀନ ସିଗ୍‌ନାଲ ମିଳିବା ପରେ ବହୁ ପ୍ରତୀକ୍ଷିତ ଆନିମେଟେଡ ଫିଚର ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ର ଦେଶବ୍ୟାପୀ ରିଲିଜର ବାଟ ସମ୍ପୂର୍ଣ୍ଣ ଭାବେ ସଫା ହୋଇଛି। ତେବେ ଏହି ଫିଲ୍ମ କେବେ ସିନେମା ହଲ୍‌ରେ ମୁକ୍ତିଲାଭ କରିବ, ଆସନ୍ତୁ ଜାଣିବା…

ସୂଚନାଯୋଗ୍ୟ, ଓଡ଼ିଶାର ପ୍ରଥମ ଆନିମେଟେଡ ଫିଚର ଫିଲ୍ମ ବୋଲି କୁହାଯାଉଥିବା ‘ମହାପ୍ରଭୁ ଜଗନ୍ନାଥ’ ଏବେ ୨୮ ଅଗଷ୍ଟ ୨୦୨୬ରେ ସିନେପଲିସ ଜରିଆରେ ପ୍ୟାନ ଇଣ୍ଡିଆ ରିଲିଜ ହେବ। ଯୁବପିଢ଼ିଙ୍କ ମଧ୍ୟରେ ଭକ୍ତି ଓ ସାଂସ୍କୃତିକ ମୂଲ୍ୟବୋଧ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଏହାକୁ ଏକ କାଳ୍ପନିକ କାହାଣୀ ଭାବେ ନିର୍ମାଣ କରାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri