ବଡ଼ ଭାଇ, ଭଉଣୀଙ୍କ ପରେ ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ,୧୫ା୭: ନବଦିନାତ୍ମକ ଯାତ୍ରା ସାରି ସୋମବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ଇତି ମଧ୍ୟରେ ନୀତି ନିର୍ଘଣ୍ଟ ଅନୁଯାୟୀ ସାମବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପ ଲାଗି ଓ ରୋଷ ହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ଏବଂ ୫ଟା ୩୦ରେ ବେଶ ଶେଷ ହୋଇଥିଲା।

ସେହିପରି ଗୋପାଳ ବଲ୍ଲଭ ଓ ସକାଳ ଧୂପ ସକାଳ ୫ଟା ୪୫ରୁ ୬ଟା ୪୫ ମଧ୍ୟରେ ହୋଇଥିଲା। ସେନାପଟା ଲାଗି ସକାଳ ୭ରୁ ପୂର୍ବାହ୍ନ ୧୧ଟା ୩୦ ସମ୍ପନ୍ନ ହେବା ପରେ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇଥିଲା। ମଙ୍ଗଳାର୍ପଣ ପରେ ଡୋର ଲାଗି ହୋଇ ମଧ୍ୟାହ୍ନରେ ପହଣ୍ଡି ଆରମ୍ଭ ହୋଇଥିଲା।

ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ ବିଜେ କରିଥିଲେ। ପରେ ବଡ଼ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିତ୍ଲା। ସେ ଝୁଲି ଝୁଲି ତାଳଧ୍ୱଜ ରଥରେ ବିରାଜମାନ କରିଥିଲେ। ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଯାଇଛି। ସେ ହଲି ଝୁଲି ପହଣ୍ଡିରେ ଆସୁଛନ୍ତି।

ଏନେଇ ସେବାୟତ ଏବଂ ଭତ୍କଷ୍ଠା ଦେଖବାକୁ ମିଳିଛି। ଅନପକ୍ଷେ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା ହେବାକୁ ଥିବା ବେଳେ ପରେ ଚାରମାଳ ଫିଟା ଯିବ। ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଘୋଡାଲାଗି ହେବାପରେ ୪ଟାରୁ ରଥଟଣା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?