ଶ୍ରୀମନ୍ଦିରରେ ଦଶହରା, ରାଜରାଜଶ୍ୱେର ବେଶରେ ମହାପ୍ରଭୁ

ପୁରୀ ଅଫିସ,୫।୧୦: ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ପାଳନ କରାଯାଉଛି। ଏହି ଅବସରରେ ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ।
କୋଭିଡ୍‌ କଟକଣା ଯୋଗୁ ଦୁଇବର୍ଷ ଧରି ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନରୁ ବଞ୍ଚିତ ଥିବାବେଳେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ପାଇଁ ପ୍ରବଳ ସମାଗମ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri