ନୀଳାଚଳକୁ ଫେରିଲେ ମହାପ୍ରଭୁ: ବଡଦାଣ୍ଡରେ ଲାଗିଲା ତିନିରଥ

ପୁରୀ ଅଫିସ୍‌,୨୦।୭: ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ଆଜି ନୀଳାଚଳକୁ ଫେରିଛନ୍ତି ମହାବାହୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡଦାଣ୍ଡରେ ଲାଗିଛି ତିନି ରଥ। ସେବାୟତଙ୍କ ଘଣ୍ଟଘଣ୍ଟା, ହରିବୋଲ ଶବ୍ଦ ମଧ୍ୟରେ ପ୍ରଥମେ ବଳଭଦ୍ରଙ୍କ ରଥ, ପରେ ସୁଭଦ୍ରାଙ୍କ ରଥ ଏବଂ ଶେଷରେ କାଳିଆ ଠାକୁରଙ୍କ ରଥ ବଡଦାଣ୍ଡରେ ଲାଗିଥିଲା। ନବଦିନାତ୍ମକ ଯାତ୍ରା ସାରି ଭାଇଭଉଣୀଙ୍କ ସହ ଜନ୍ମ ବେଦୀରୁ ରତ୍ନ ବେଦୀକୁ ଫେରିବା ବାଟରେ ଶ୍ରୀଜିଉଙ୍କୁ ମାଉସୀ ମା’ ମନ୍ଦିରରେ ପୋଡ଼ପିଠା ଲାଗି ହୋଇଥିଲା।
ସୂଚନାଯୋଗ୍ୟ, ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଥିଲା ତିନି ଠାକୁରଙ୍କ ପହଣ୍ଡି ବିଜେ ନୀତିକାନ୍ତି। ଏହାପରେ ଗଜପତି ମହାରାଜା ଛେରାପହଁରା କରିବା ପରେ ରଥଟଣା ଆରମ୍ଭ ହୋଇଥିଲା। ବାହୁଡ଼ା ପାଇଁ ଅଧିକ କଡ଼ା ହୋଇଛି ପୁରୀ ପୋଲିସ। ବିନା ଭକ୍ତରେ ବାହୁଡାଯାତ୍ରା ଓ ସୁନାବେଶକୁ ସମ୍ପନ୍ନ ପାଇଁ କଡାକଡି ବ୍ୟବସ୍ଥା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?