ବାହୁଡୁଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡୁଛନ୍ତି ମହାପ୍ରଭୁ। ସେଥିପାଇଁ ସଅଳ ନୀତିକାନ୍ତି ପରେ ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ଅର୍ଥାତ୍‌ ୭.୨୫ରେ ବାହାଡ଼ା ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ ପହଣ୍ଡି ପରେ ବଡ଼ଠାକୁର ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି କରାଯାଇଥିଲା। ସକାଳ ୯ଟା ୧୦ ସୁଦ୍ଧା ଚତୁର୍ଦ୍ଧାବିଗ୍ରହ ରଥରେ ବିଜେ କରିଥିଲେ। ପରେ ଶ୍ରୀମଦନମୋହନ ରଥରେ ବିଜେ କରିଛନ୍ତି। ଗଜପତି ମହାରାଜାଙ୍କ ଛେରାପହଁରା ପରେ ମଧ୍ୟାହ୍ନ ୧୨ଟାରେ ରଥ ଟାଣିବାକୁ ସମୟ ନିର୍ଦ୍ଧଣ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri