ମହାପ୍ରଭୁଙ୍କ ବିଚିତ୍ର ଲୀଳା, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଦେଲେ ନୂଆ ଜୀବନ: ରିଷ୍ଟ ଖଣ୍ଡନ ହୋଇଗଲା କହି….

ନୟାଗଡ,୧୯।୮(ଲୋକନାଥ ମିଶ୍ର):ନୟାଗଡ ପୁରୁଣା ସହର ଜଗନ୍ନାଥ ମନ୍ଦିର ଦକ୍ଷିଣ ଦ୍ୱାରରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥରେ ଏକ ବ୍ୟାଟେରୀ ସ୍କୁଟି ଜଳିଗଲା। ସ୍କୁଟି ଚାଳକ ନୟାଗଡରଯୁବ ବ୍ୟବସାୟୀ ରବୀନ୍ଦ୍ର କୁମାର ସାହୁ ଘରୁ ନୟାଗଡ ପୁରୁଣା ସହର ଜଗନ୍ନାଥ ମନ୍ଦିରକୁ ଠାକୁର ଦର୍ଶନ କରିବାକୁ ଆସୁଥିବା ବେଳେ ଏଭଳି ଅଘଟଣ ଘଟିଛି। ସ୍କୁଟିର ଏକ ଭୟଙ୍କର ଶବ୍ଦ ଶୁଣି ଓହ୍ଲାଇ ଦେଖିଲା ବେଳକୁ ଏକ୍ସଟ୍ରା ସ୍କୁଟି ଜଳିବା ଆରମ୍ଭ କରୁଛି। ସ୍କୁଟିରୁ ଓହ୍ଲାଇ ପ୍ରଣାମ କରି ରିଷ୍ଟ ଖଣ୍ଡନ ହୋଇଗଲା କହି ଜଗନ୍ନାଥ ମହାପ୍ରଭୁଙ୍କ ଉପରେ ସବୁକିଛି ଛାଡ଼ି ଦେଇଥିଲେ ରବୀନ୍ଦ୍ର। ରାଜପଥରେ ସ୍କୁଟି ଜଳିବା ଦେଖି ଲୋକ ଜମା ହୋଇ ଯାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କିରାଣୀଙ୍କ ପରଲୋକ: ବ୍ଲକଗ୍ରାଣ୍ଡ ସୁବିଧା ପାଇଁ ୨୦ ବର୍ଷ ଦୌଡ଼ି ଦୌଡ଼ି ଶେଷରେ…

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର କିରାଣୀ ସ୍ବରାଜ୍ୟ କୁମାର ରାଉଳ (୫୫) ବୁଧବାର ପ୍ରତ୍ୟୁଷରେ ପରଲୋକ ଗମନ କରିଛନ୍ତି। ସେ ବିଗତ…

ସୁପ୍ରିମକୋର୍ଟରେ ବଡ଼ ଖୁଲାସା: ୧୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପରାଧିକ ମାମଲା; ତାଲିକାରେ ଓଡ଼ିଶା, ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସମେତ…

ନୂଆଦିଲ୍ଲୀ, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

‘ଥଲାପତି ବିଜୟ କ’ଣ କେବଳ ଖ୍ରୀଷ୍ଟିଆନଙ୍କ ମୁଖ୍ୟମନ୍ତ୍ରୀ?’ କର୍ନାଟକ ଭାଜପା ଅଧ୍ୟକ୍ଷଙ୍କ ପ୍ରଶ୍ନରେ ବଢ଼ିଲା ରାଜନୈତିକ ବିବାଦ

ନୂଆଦିଲ୍ଲୀ, ୧୯।୮: କର୍ନାଟକ ଭାଜପା ଅଧ୍ୟକ୍ଷ ତଥା ବିଧାୟକ ବି.ୱାଇ. ବିଜୟେନ୍ଦ୍ର ଚାମରାଜନଗରରେ ହୋଇଥିବା ଏକ ଉତ୍ତେଜନାରେ ୩ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ…

କ୍ୟାମେରା ବୁଲିବା ମାତ୍ରେ ଖୋଲିଗଲା ଗମ୍ଭୀରଙ୍କ ‘ମାଷ୍ଟରପ୍ଲାନ’ର ରହସ୍ୟ! ଭାଇରାଲ ଭିଡିଓରେ ଦେଖାଗଲା…

ନୂଆଦିଲ୍ଲୀ, ୧୯।୮: ଗଲରେ ଲ୍ର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟି…

ହୋଟେଲରେ ବଡ଼ଧରଣର ଅଗ୍ନିକାଣ୍ଡ: ୯ ମୃତ

କୋଲକାତା, ୧୯।୯: କୋଲକାତାରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ନ୍ୟୁ ମାର୍କେଟ ଅଞ୍ଚଳର ଫ୍ରି ସ୍କୁଲ ଷ୍ଟ୍ରିଟ୍‌ରେ ଥିବା ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ…

ମେଣ୍ଢା ପାଳନ କରି ରୋଜଗାର କରନ୍ତୁ ଲକ୍ଷ ଲକ୍ଷ ଟଙ୍କା, ସରକାର ଦେଉଛନ୍ତି ୯୦% ପର୍ଯ୍ୟନ୍ତ ସବସିଡି!

ନୂଆଦିଲ୍ଲୀ, ୧୯।୮: ଗାଁ ଓ ଗ୍ରାମାଞ୍ଚଳରେ ଚାଷ ସହ ପଶୁପାଳନ ଚାଷୀଙ୍କ ଆୟ ବଢ଼ାଇବାର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ମେଣ୍ଢା ପାଳନକୁ କମ ସ୍ଥାନ ଓ…

ପ୍ରଶାସନିକ ଉଦାସୀନତା: ୨ ଶିକ୍ଷକଙ୍କ କାନ୍ଧରେ ହାଇସ୍କୁଲ, ୧୦୦ ପିଲାଙ୍କ ହଷ୍ଟେଲ ଭାର

ଜମନକିରା,୧୯।୮(ରବିନ୍ଦ୍ର ପ୍ରସାଦ ଦାନୀ):ଗୋଟିଏ ପଟେ ସରକାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସଂସ୍କାର ଓ ରୂପାନ୍ତରଣର ଦିଗଦର୍ଶନ ଦେଉଛନ୍ତି। ଅନ୍ୟପଟେ ଗ୍ରାଉଣ୍ଡ ଜିରୋରେ ସରକାରୀ ହାଇସ୍କୁଲଗୁଡ଼ିକ କର୍ମଚାରୀ ଓ…

ନିଖୋଜ ମା’ଙ୍କୁ ଖୋଜୁଛି ବିଜୟ: ବଜାରରୁ ଗଳିକନ୍ଦି ବୁଲି ମାରୁଛନ୍ତି ପୋଷ୍ଟର

ଭୁବନେଶ୍ୱର, ୧୯ା୮(ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ନିଖୋଜଙ୍କ ସଂଖ୍ୟା ବଢି ଚାଲୁଥିବା ବେଳେ ଉଦ୍ଧାର କରିବାରେ ବିଫଳ ହେଉଛି କମିଶନରେଟ୍‌ ପୋଲିସ। ସିସିଟିଭି ଫୁଟେଜ୍‌ ଯାଞ୍ଚ ଆଳରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri