ମହାରାଷ୍ଟ୍ର ବିଧାନସଭାରେ ସଙ୍କଟର ବାଦଲ, ୪ ପୋଲିସକର୍ମୀଙ୍କ ସମେତ ୧୦ କରୋନା ପଜିଟିଭ

ମୁମ୍ବାଇ,୨୨ ।୧୨: ମହାରାଷ୍ଟ୍ର ବିଧାନସଭାର ଶୀତକାଳିନ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ କରାଯାଇଥିବା ଆରଟିପିସିଆର୍ ଟେଷ୍ଟ ପରେ ୧୦ ଜଣ କେରାନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ୟରେ ୪ ପୋଲିସକର୍ମୀ ଥିବା ବେଳେ ୨ ଜଣ ବିଧାନମଣ୍ଡଳର କର୍ମଚାରୀ ରହିଛନ୍ତି ।
ସୂଚନାଯୋଗ୍ୟ, ବିଧାନସଭାର ଶୀତକାଳିନ ଅଧିବେଶନ ଆରମ୍ଭ ପୂର୍ବରୁ ୩୫୦୦ଜଣଙ୍କ ଆରଟିପିସିଆର୍ ଟେଷ୍ଟ କରାଯାଇଥିଲା । ଏବେ ସଂକ୍ରମିତଙ୍କ ଜିନୋମ ସିକ୍ୟୁଏନସିଂ କରାଯିବ କି ନା ତାହା ଉପରେ ଆଲୋଚନା ଚାଲିଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୮୨୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରେ ୧୧ ଜଣ ଓମିକ୍ରନ୍ ଆକ୍ରାନ୍ତ ରହିଛନ୍ତି । ଏହାସହ ୧୪ ଜଣଙ୍କ ମୃତ୍ୟୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?