Posted inଜାତୀୟ

ବୋମା ତିଆରି ପାଇଁ ଲୁଚାଇ ରଖିଥିଲେ ରାସାୟନିକ ସାମଗ୍ରୀ

ପୁଣେ,୧ା୮: ମହାରାଷ୍ଟ୍ର ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ରାସାୟନିକ ସାମଗ୍ରୀ ସହ ଲାବରେଟୋରି ଉପକରଣ ଜବତ କରିଛି। ଚଳିତ ମାସ ୧୮ ତାରିଖରେ ୨ ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ପୁଣେ ପୋଲିସ କୋଥରୁଦ୍‌ ଅଞ୍ଚଳରୁ ଗିରଫ କରିଥିଲା। ସେମାନଙ୍କ ମଧ୍ୟରୁ ମହମ୍ମଦ ଇମ୍ରାନ ମହମ୍ମଦ ୟୁନୁସ୍‌ ଖାନ୍‌(୨୩) ବୋମା ତିଆରି ପାଇଁ ଏହି ସାମଗ୍ରୀ ଲୁଚାଇ ରଖିଥିବା ଏଟିଏସ୍‌ର ଜଣେ ଅଧିକାରୀ କହିଛନ୍ତି।

ଜବତ ସାମଗ୍ରୀ ମଧ୍ୟରେ କେମିକାଲ ପାଉଡର, ଅଙ୍ଗାର, ଥର୍ମୋମିଟର, ଡ୍ରପର, ସୋଲ୍ଡରିଂ ଗନ୍‌, ମଲ୍ଟିମିଟର, ଛୋଟ ବଲ୍‌ବ, ବ୍ୟାଟେରି ଆଦି ରହିଛି। ଖାନ୍‌ଙ୍କ ସହ ମହମ୍ମଦ ୟୁନୁସ ମହମ୍ମଦ ୟାକୁବ ସାକି(୨୪) ଏନ୍‌ଆଇଏର ଓ୍ବାଣ୍ଟେଡ୍‌ ତାଲିକାରେ ରହିଛନ୍ତି। ସେମାନେ ରାଜସ୍ଥାନର ଆତଙ୍କବାଦୀ ଆକ୍ରମଣ ଘଟଣା ସହ ସମ୍ପୃକ୍ତ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?