Posted inଜାତୀୟ

କେବେ ନେବେ ରାଜନୀତିରୁ ସନ୍ୟାସ, ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ମହାରାଷ୍ଟ୍ର,୮।୧୧: ମହାରାଷ୍ଟ୍ରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ମାହୋଲ ଗରମ ରହିଛି। ଏହି ସମୟରେ ଏନସିପି-ଏସପି ମୁଖ୍ୟ ଶରଦ ପାୱାରଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି। ଏକ ସାକ୍ଷାତକାର ସମୟରେ ଯେତେବେଳେ ଶରଦ ପାୱାରଙ୍କୁ ପଚରାଯାଇଥିଲା ଯେ ସେ କେବେ ରାଜନୀତିରୁ ଅବସର ନେବେ, ଏହାର ଉତ୍ତର ଦେଇ ସେ କହିଛନ୍ତି, ମୁଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ଠାରୁ ଦୂରରେ ରହିପାରେ, କିନ୍ତୁ ମୁଁ ଦଳ ସଂଗଠନ ଏବଂ ରାଜନୀତିଠାରୁ ଦୂରରେ ରହିବି ନାହିଁ। ମୁଁ ୧୪ ଥର ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଛି। ଏବେ ଆମକୁ ନୂଆ ପିଢି ଏବଂ ଦଳ ଉପରେ ଧ୍ୟାନ ଦେବା ଉଚିତ୍‌ ଏବଂ ଏହାକୁ ମଜବୁତ କରିବାକୁ ପଡ଼ିବ ।

ଏହା ବ୍ୟତୀତ ଯେତେବେଳେ ଶରଦ ପାୱାରଙ୍କୁ ପଚରାଯାଇଥିଲା ଯେ ମହା ବିକାଶ ଅଗାଡି ତରଫରୁ ଉଦ୍ଧବ ଠାକରେ ନା ଅନ୍ୟ କାହାକୁ ସିଏମ ଚେହେରା ଭାବରେ କାହିଁକି ଘୋଷଣା କରାଯାଇନାହିଁ। ଏହା ଉପରେ ସେ କହିଛନ୍ତି, “ଏହାର କୌଣସି ଆବଶ୍ୟକତା ନ ଥିଲା କାରଣ ଆମର ମିଶ୍ରଣ ହେଉଛି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା। ନିର୍ବାଚନରେ ଜିତିବାରେ କୌଣସି ଅସୁବିଧା ନ ହେବା ପାଇଁ ଆମେ ଏହି ନିଷ୍ପତ୍ତି ନେଇଛୁ। ନିର୍ବାଚନରେ ଯାହାର ଯେତେ ପ୍ରାର୍ଥୀ ଅଧିକ ଜିତିବେ ତାହା ଅନୁଯାୟୀ ନିଷ୍ପତ୍ତି ନିଆଯିବ॥


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri