Posted inଜାତୀୟ

ଲକ୍ଷ୍ମୀପୁର ଖେରି ହିଂସା ଘଟଣାକୁ ନେଇ ଅକ୍ଟୋବର ୧୧ରେ ମହାରାଷ୍ଟ୍ର ବନ୍ଦ ଡାକରା ଦେଲା ଶିବସେନା, କଂଗ୍ରେସ, ଏନ୍‌ସିପି

ମୁମ୍ବାଇ,୭ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରି ଘଟଣାର ବିରୋଧ କରି ୧୧ ଅକ୍ଟୋବରକୁ ମହାରାଷ୍ଟ୍ର ବନ୍ଦ ଡାକରା ଦେଇଛନ୍ତି ଶିବସେନା, କଂଗ୍ରେସ ଓ ଏନ୍‌ସିପି । ରାଜ୍ୟରେ ୩ ଦଳଙ୍କ ମେଣ୍ଟ ମହା ବିକାଶ ଅଘାଡି ସରକାର ଶାସନ କରୁଛି । ମହାରାଷ୍ଟ୍ର କ୍ୟାବିନେଟ ପକ୍ଷରୁ ଲକ୍ଷ୍ମୀପୁର ଖେରିରେ କୃଷକଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିବାର ପ୍ରସ୍ତାବ ଦିଆଯାଇଥିଲା । ଏହି ପ୍ରସ୍ତାବକୁ ଏନ୍‌ସିପିର ଜୟନ୍ତ ପାଟିଲ ଉପସ୍ଥାପନ କରିଥିବା ବେଳେ କଂଗ୍ରେସର ବାଲାସାହେବ ଥୋରାଟ ଓ ଶିବସେନାର ସୁଭାଷ ଦେଶାଇ ଏହାକୁ ସମର୍ଥନ କରିଥିଲେ । ମହାରାଷ୍ଟ୍ରର ମନ୍ତ୍ରୀ ତଥା ଏନ୍‌ସିପି ନେତା ସଞ୍ଜୟ ପାଟିଲ କହିଛନ୍ତି ମହାବିକାଶ ଅଘାଡି(ଏନ୍‌ସିପି-କଂଗ୍ରେସ, ଶିବାସନା ମେଣ୍ଟ) ଲକ୍ଷ୍ମୀପୁର ଖେରି ହିଂସା ଘଟଣାକୁ ବିରୋଧ କରି ଅକ୍ଟୋବର ୧୧ରେ ରାଜ୍ୟବ୍ୟାପି ବନ୍ଦ ଡାକରା ଦେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri