Posted inଜାତୀୟ

ବ୍ରିଜରୁ ଖସି ପଡିଲା କାର: ବିଧାୟକଙ୍କ ପୁଅ ସହ ୭ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

ୱାର୍ଡ଼(ମହାରାଷ୍ଟ୍ର),୨୫।୧: ମହାରାଷ୍ଟ୍ରର ସେଲସୁରା ନିକଟରେ ସାମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଭାଜପା ବିଧାୟକ ବିଜୟ ରାହଙ୍ଗଦେଲଙ୍କ ପୁଅ ଅଭିଷେକ ରାହଙ୍ଗଦେଲଙ୍କ ସମେତ ୭ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି।

ପୋଲିସ ସୂଚନା ମୁତାବକ, ୱାର୍ଡର ସାୱାଙ୍ଗି ମେଡିକାଲ କଲେଜର ୭ଜଣ ଛାତ୍ର ଏକ କାର ଯୋଗେ ଦବେଲୀରୁ ୱାର୍ଦ୍ଧା ଯାଉଥିଲେ । ହେଲେ ସେଲସୁରା ନିକଟରେ ଓଭରବ୍ରିଜ ଉପରୁ କାରଟି ଭାରସାମ୍ୟ ତଳକୁ ଖସିପଡିଥିଲା। ଫଳରେ ଘଟଣାସ୍ଥଳରେ ୭ଜଣଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତହେଦ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାରରେ ବାନ୍ଧି ୨୫ କିଲୋମିଟର ଘୋଷାଡି ନେଇ ହତ୍ୟା କଲେ, ଶୁଣିଲେନି କାକୁତି ମିନତି…

ଭୋପାଳ,୬।୧୨ : ସେ ହାତ ଯୋଡି ଦୟା ପାଇଁ ଭିକ୍ଷା ମାଗୁଥିଲେ, କିନ୍ତୁ ସେମାନଙ୍କର ଦୟା ନ ଥିଲା। ସେମାନଙ୍କୁ ଏକ କାରରେ ବାନ୍ଧି ପ୍ରାୟ...

ମୋ ପରିବାରରେ ୬ ସଦସ୍ୟ, ଇଭିଏମରେ ଭୋଟିଂ ଶୂନ କିପରି ହେଲା, ମୋ ଭୋଟ ବି କୁଆଡେ ଗଲା: ନେତାଙ୍କ ପ୍ରଶ୍ନ…

ଘମତରି,୬।୧୨ : ଛତିଶଗଡ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଜୟ ବିଷୟରେ ଦେଶର ରାଜନୈତିକ ବିଶେଷଜ୍ଞମାନେ ମଧ୍ୟ ଅବଗତ ଅଛନ୍ତି, କିନ୍ତୁ ବର୍ତ୍ତମାନ...

ବିଜୟୀ ୩ ରାଜ୍ୟରେ ୨ ଜଣିଆ ଉପମୁଖ୍ୟମନ୍ତ୍ରୀ ଫର୍ମୂଲା ଉପରେ ଚିନ୍ତା କରୁଛି ଭାଜପା…

ନୂଆଦିଲ୍ଲୀ,୬।୧୨ : ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ସଂଖ୍ୟାଗରିଷ୍ଠତାରେ ବିଧାନସଭା ନିର୍ବାଚନରେ ଜିତିବା ପରେ ବର୍ତ୍ତମାନ ଏହି ତିନୋଟି ରାଜ୍ୟରେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ...

ପିଲାଙ୍କ ପାଇଁ ହେବ ‘ଅପାର କାର୍ଡ’, ଜାଣନ୍ତୁ କେଉଁ କାମରେ ଲାଗିବ…

ନୂଆଦିଲ୍ଲୀ,୬।୧୨: ଆଧାରକାର୍ଡ ଏବେ ଆମ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇଯାଇଛି। ରାଶନ ଦୋକାନରୁ ଆରମ୍ଭ କରି ସିମ କାର୍ଡ କିଣିବା ପର୍ଯ୍ୟନ୍ତ ସବୁଠି ଆଧାର...

ମୋଦି ଦିଅନ୍ତୁ ଗଣତନ୍ତ୍ରକୁ ବଞ୍ଚାଇବା ଗ୍ୟାରେଣ୍ଟି: ଇଭିଏମରେ ଜାଣିଶୁଣି କରାଯାଇଛି ତ୍ରୁଟି, ବାଲାଟ ପେପର ଭୋଟିଂ ପାଇଁ ବିରୋଧୀଙ୍କ ଦାବି…

ନୂଆଦିଲ୍ଲୀ,୬।୧୨ : ନିକଟରେ ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନରେ ଅନୁଷ୍ଠିତ ତିନୋଟି ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ର ବିଜୟ ପରେ ସମସ୍ତ...

ଭାଜପା ପ୍ରାର୍ଥୀ ହାରିବା ପରେ ଅଧା ନିଶ-କେଶ କାଟିଲେ କାର୍ଯ୍ୟକର୍ତ୍ତା

ରାୟପୁର,୬।୧୨: ଛତିଶଗଡର ବିଧାନସଭା ନିର୍ବାଚନରେ ନେତା ଏବଂ ସେମାନଙ୍କ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ରାଜନୈତିକ ଦଳର ନେତାଙ୍କ ସହ ସେମାନଙ୍କ କର୍ମୀମାନେ ମଧ୍ୟ...

ଲକ୍ଷପତି ଭିକାରୀଙ୍କ ଭୋକରେ ମୃତ୍ୟୁ, ପାଖରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା

ବଲସାଡ,୬।୧୨: ରାସ୍ତାରେ ଯିବାଆସିବା ସମୟରେ ଆପଣ ଭିକାରୀଙ୍କୁ ନିହାତି ଭେଟୁଥିବେ। ପେଟ ପୋଷିବା ପାଇଁ ସେମାନେ ରାସ୍ତାକଡରେ ବସି ଭିକ ମାଗିଥାନ୍ତି। ଭିକରୁ ମିଳୁଥିବା ୩୦-୪୦ଟଙ୍କାକୁ...

ଦୁର୍ବଳ ହେଲା ‘ମିଗଜୋମ’: ୧୭ ମୃତ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇପଡିଥିବା ବୁଧବାର ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri