Posted inଜାତୀୟ

ବ୍ରିଜରୁ ଖସି ପଡିଲା କାର: ବିଧାୟକଙ୍କ ପୁଅ ସହ ୭ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

ୱାର୍ଡ଼(ମହାରାଷ୍ଟ୍ର),୨୫।୧: ମହାରାଷ୍ଟ୍ରର ସେଲସୁରା ନିକଟରେ ସାମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଭାଜପା ବିଧାୟକ ବିଜୟ ରାହଙ୍ଗଦେଲଙ୍କ ପୁଅ ଅଭିଷେକ ରାହଙ୍ଗଦେଲଙ୍କ ସମେତ ୭ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି।

ପୋଲିସ ସୂଚନା ମୁତାବକ, ୱାର୍ଡର ସାୱାଙ୍ଗି ମେଡିକାଲ କଲେଜର ୭ଜଣ ଛାତ୍ର ଏକ କାର ଯୋଗେ ଦବେଲୀରୁ ୱାର୍ଦ୍ଧା ଯାଉଥିଲେ । ହେଲେ ସେଲସୁରା ନିକଟରେ ଓଭରବ୍ରିଜ ଉପରୁ କାରଟି ଭାରସାମ୍ୟ ତଳକୁ ଖସିପଡିଥିଲା। ଫଳରେ ଘଟଣାସ୍ଥଳରେ ୭ଜଣଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତହେଦ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା...

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୋଦିଙ୍କୁ ଆମନ୍ତ୍ରଣ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଗୁରୁବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶିବାଜୀ ପାର୍କରେ ସମସ୍ତ ବ୍ୟବସ୍ଥା...

ମୃତ୍ୟୁ ସଂଖ୍ୟା ୧୦, ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ…

ନୂଆଦିଲ୍ଲୀ, ୧୦।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ସି-୬୦ କମାଣ୍ଡୋଙ୍କୁ ସଫଳତା: ଗଡ଼ିଲା ୫ ମାଓବାଦୀଙ୍କ ମୁଣ୍ଡ

ଗଡ଼ଚିରୋଲି,୨୯।୩: ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲାର ଖେଡ଼ା ଅଞ୍ଚଳରେ ସି-୬୦ କମାଣ୍ଡୋଙ୍କୁ ସର୍ଚ୍ଚ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଖୋବ୍ରା ମେଢ଼ା ଜଙ୍ଗଲରେ ମାଓବାଦୀମାନେ ସି-୬୦...

ସବୁ ପ୍ରକାର ସହଯୋଗ ମିଳିବ ବୋଲି ଜଗନ ମୋହନଙ୍କୁ କଥା ଦେଲେ ମୋଦି

ତିରୁପତି,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମାଲଦ୍ୱୀପରୁ ଫେରି ଶ୍ରୀଲଙ୍କା ଗସ୍ତ କରିଥିଲେ। ଏହି ସମୟରେ ସେ ଗୁରୁଭୟୁର ମନ୍ଦିର ଦର୍ଶନ କରିବା ସହ ତିରୁପତି...

ମାଇନସ୍‌ ୨୦ଡିଗ୍ରୀରେ ୧୭ ହଜାର ଫୁଟ ଉପରେ ତ୍ରିରଙ୍ଗା ଉଡାଇଲେ ଯବାନ

ଲେହ,୨୬।୧: ସାରା ଦେଶରେ ପାଳନ କରାଯାଉଛି ୭୧ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀ ରାଜପଥରେ ସାଧାରଣତନ୍ତ୍ର ଦିବସକୁ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ଭାରତୀୟ ସେନାର ଶକ୍ତି...

ସୋସିଆଲ ମିଡିଆରେ ବିକୁଥିଲେ ବନ୍ଧୁକ

କୋଲକାତା,୧।୮: ହ୍ବାଟ୍ସଆପ୍‌ ଓ ଫେସ୍‌ବୁକରେ ଗ୍ରୁପ କ୍ରିଏଟ୍‌ କରି ବନ୍ଧୁକ ବିକ୍ରି କରିବାକୁ ଉଦ୍ୟମ କରାଯାଉଥିଲା। ଏ ଘଟଣାରେ ସମ୍ପୃକ୍ତ ୨୪ ବର୍ଷୀୟ କିଷନ ଜୈଶ୍ୱାଲଙ୍କୁ...

ଏୟାର କଣ୍ଡିସନର ପିପିଇ କିଟ୍‌ ପ୍ରସ୍ତୁତ କଲେ ଏହି ଯୁବକ, ୫-୬ ଘଣ୍ଟା ରହିବ ଥଣ୍ଡା

କରୋନା ଯୋଦ୍ଧାଙ୍କ ପାଇଁ ପିପିଇ କିଟ୍‌ ପିନ୍ଧିବା ଏତେ ସହଜ କଥା ନୁହେଁ। ଏହାକୁ ପିନ୍ଧିବା ପରେ ଅତ୍ୟଧିକ ଗରମ ଅନୁଭୂତ ହୋଇଥାଏ। ଅନେକ ଥର...

Advertisement
Archives

Model This Week