ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ମୁମ୍ବାଇ,୧୨।୪: ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ଶିକ୍ଷା ବିଭାଗ ପକ୍ଷରୁ ସୋମବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମହାରାଷ୍ଟ୍ରରେ ବର୍ତ୍ତମାନର କରୋନା ସ୍ଥିତି ଅସମ୍ଭାଳ ହୋଇଥିବା ଏହି ପରୀକ୍ଷାକୁ ବାତିଲ କରାଯାଇଛି ବୋଲି ରାଜ୍ୟ ଶିକ୍ଷାମନ୍ତ୍ରୀ ଟୁଇଟ କରି ସୂଚନା ଦେଇଛନ୍ତି। କାରଣ ରାଜ୍ୟରେ ପରୀକ୍ଷା ପାଇଁ ପରିସ୍ଥିତି ଅନୁକୂଳ ନାହିଁ ଏବଂ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟକୁ ପ୍ରାଥମିକତା ଦିଆଯାଇଛି। ତେଣୁ ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷାକୁ ବାତିଲ କରାଯାଇଛି। ଅନ୍ୟପଟେ ପେଷାଦାର ପାଠ୍ୟକ୍ରମର ପ୍ରବେଶ ପରୀକ୍ଷାକୁ ଧ୍ୟାନରେ ରଖି ମେ’ ଶେଷ ସପ୍ତାହରେ ଦ୍ୱାଦଶ ଓ ଜୁନରେ ଦଶମ ପରୀକ୍ଷା ଆୟୋଜିତ କରାଯିବ। ତେବେ ଖୁବଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ ବୋଲି ରାଜ୍ୟ ଶିକ୍ଷାମନ୍ତ୍ରୀ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ଇରାନୀଙ୍କ ଉପରେ ପୋଷ୍ଟ କରି ଫସିଲେ ପ୍ରଫେସର

ଫିରୋଜାବାଦ,୨୧।୭: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଉପରେ ଅପମାନଜନକ ଫେସବୁକ୍‌ ପୋଷ୍ଟ କରି ଫସଛନ୍ତି ୟୁପିର ଜଣେ ପ୍ରଫେସର। ଉତ୍ତର ପ୍ରଦେଶର ଫିରୋଜାବାଦ କୋର୍ଟରେ ଆତ୍ମସମର୍ପଣ...

ସଫଳ ହେଲା ‘ଅପରେଶନ ରାହୁଲ’

ରାୟପୁର,୧୪।୬: ଦୀର୍ଘ ୫ ଦିନ ଧରି ବୋରଓ୍ବେଲ୍‌ ଭିତରେ ଫସି ରହିଥିବା ୧୧ ବର୍ଷର ବାଳକ ରାହୁଲଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତାଙ୍କୁ ଉଦ୍ଧାର...

ଖୁସି ଖବର: ରେମ୍‌ଡିସିଭିର୍‌ ଔଷଧ କରୋନା ଭୂତାଣୁକୁ ରୋକିବାରେ ସଫଳ

ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆମେରିକାରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍‌ଡିସିଭିର୍‌ ଔଷଧର ପ୍ରୟୋଗ...

ଆମେରିକା ପଳାୟନ କରିଛନ୍ତି ଗୁଲାଲାଇ

ଇସ୍‌ଲାମାବାଦ,୨୧ା୯: ପାକିସ୍ତାନୀ ସେନାର ବର୍ବରତାକୁ ସାମ୍ନାକୁ ଆଣିଥିବା ଅଧିକାର କର୍ମୀ ଗୁଲାଲାଇ ଇସ୍‌ମାଇଲ୍‌ ଗତମାସରେ ଇସ୍‌ଲାମାବାଦରୁ ନ୍ୟୁୟର୍କକୁ ଖସି ପଳାଇଛନ୍ତି। ସେ ଆମେରିକାର ରାଜନୈତିକ ଶରଣ...

୫ ବର୍ଷ ପରେ ଗିରଫ ହେଲେ ବଳାତ୍କାରୀ ବାବା

ଚେନ୍ନାଇ,୧୯।୧୨: ଜଣେ ମହିଳା ଭକ୍ତଙ୍କୁ ବଳତ୍କାର କରିବା ଅଭିଯୋଗରେ ଆତ୍ମଘୋଷିତ ଗଡ୍‌ମ୍ୟାନ ସାଥିୟା ନାରାୟଣନନ ଗିରଫ ହୋଇଛନ୍ତି। ଏହି କାର୍ଯ୍ୟରେ ତାଙ୍କୁ ସ୍ତ୍ରୀ ପୁଷ୍ପଲତା ସହାୟତା...

ଡବାବାଲା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଯୋଗାଇବେନି ଡବା: ହାଜିଅଲ୍ଲୀ ଦରଘା ବନ୍ଦ

ମୁମ୍ବାଇ,୧୯।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁମ୍ବାଇରେ ଡବାବାଲା ସଂଘ ପକ୍ଷରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଡବା ଯୋଗାଣ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।...

ପଛଘୁଞ୍ଚା ନାହିଁ କୃଷକ ଜାତକେ

ନୂଆଦିଲ୍ଲୀ,୨ା୧୨: ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀ ଓ ଜାତୀୟ ରାଜଧାନୀ ସୀମାରେ ଆନ୍ଦୋଳନ କରୁଥିବା ଚାଷୀମାନେ ପଛଘୁଞ୍ଚା ଦେବେ ନାହିଁ। କେନ୍ଦ୍ର କୃଷିମନ୍ତ୍ରୀ...

ବିବାଦୀୟ ଜମି ଉପରୁ ଦାବି ଛାଡ଼ିଲେ ମୁସଲମାନ

ନୂଆଦିଲ୍ଲୀ,୩ା୩ (ପି.ଟି.): ଦୀର୍ଘ ୧୦ ବର୍ଷ ଧରି ଦିଲ୍ଲୀର ଶାହରନପୁରସ୍ଥିତ ଏକ ଜମିକୁ ନେଇ ଲାଗି ରହିଥିବା ବିବାଦର ପରିସମାପ୍ତି ଲାଗି ମୁସଲମାନ ଓ ଶିଖ୍‌...

Advertisement
Archives

Model This Week