Posted inଜାତୀୟ

ଆସନ୍ତା ସପ୍ତାହରେ ମହାରାଷ୍ଟ୍ରରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ଶିନ୍ଦେ ଶିବିରର ୮ ନେତା ହୋଇପାରନ୍ତି ମନ୍ତ୍ରୀ

ମୁମ୍ବାଇ,୧୯।୫: ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଆସନ୍ତା ସପ୍ତାହରେ ଏକନାଥ ଶିନ୍ଦେ ସରକାର କ୍ୟାବିନେଟକୁ ସମ୍ପ୍ରସାରଣ କରି ଏହାକୁ କାର୍ଯ୍ୟକାରୀ କରିବେ। ଏଥିରେ ଶିନ୍ଦେ ଶିବିରର ୮ ଜଣ ନେତା ମନ୍ତ୍ରୀ ହୋଇପାାରନ୍ତି।

ମହାରାଷ୍ଟ୍ରରେ ୯ ଅଗଷ୍ଟ ୨୦୨୨ରେ ଏକନାଥ ଶିନ୍ଦେଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଥିଲା। ୧୮ ଜଣ ବିଧାୟକ ଶପଥ ଗ୍ରହଣ କରିଥିଲେ। ଏଥିମଧ୍ୟରୁ ୯ ଜଣ ମନ୍ତ୍ରୀ ଭାଜପା ଏବଂ ୯ ଜଣ ମନ୍ତ୍ରୀ ଶିନ୍ଦେଙ୍କ ଦଳର ଥିଲେ।

ଜୁନ ୩୦ରେ ଏକନାଥ ଶିନ୍ଦେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ତାଙ୍କ ସହ ଭାଜପା ନେତା ଦେବେନ୍ଦ୍ର ଫଡ୍‌ନାବିସଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri