Posted inଜାତୀୟ

୨ ପର୍ଯ୍ୟାୟରେ ହେବ ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ

ମୁମ୍ବାଇ ୭।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ କ୍ୟାବିନେଟ୍‌ ସମ୍ପ୍ରସାରଣ ଦୁଇଟି ପର୍ଯ୍ୟାୟରେ ହେବ ବୋଲି ଜଣାପଡ଼ିଛି। ପ୍ରଥମ ପର୍ଯ୍ୟାୟ ସମ୍ପ୍ରସାରଣ ଜୁଲାଇ ୧୮ ତାରିଖ ପୂର୍ବରୁ ଏବଂ ଦ୍ୱିତୀୟ ପର୍ଯ୍ୟାୟ ରାଷ୍ଟ୍ରପତି ନିର୍ବାଚନ ପରେ ହେବ। ଶିବସେନା ସହ ମେଣ୍ଟ କରି ପୁଣି କ୍ଷମତାକୁ ଫେରିଥିବା ଭାଜପାକୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିପାରେ ବୋଲି କୁହାଯାଉଛି। ତେବେ ପ୍ରଥମ ପର୍ଯ୍ୟାୟ ମନ୍ତ୍ରିମଣ୍ଡଳରେ ଶିନ୍ଦେଙ୍କ ଦଳ ଓ ଭାଜପାର କିଛି ବିଧାୟକଙ୍କୁ ସାମିଲ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?