Posted inଜାତୀୟ

ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା କଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୫।୧୦: ନିକଟରେ ଦୁର୍ଗାପୂଜା ସରିଥିବା ବେଳେ ଆଉ ଦୁଇଟି ସପ୍ତାହ ପରେ ଦୀପାବଳି ପର୍ବ ପାଳନ ହେବ। ଏହାରି ମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ରାଜ୍ୟ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣା କରିଛନ୍ତି। ରାଜ୍ୟରେ ନଭେମ୍ବର ୨୦ ତାରିଖରେ ବିଧାନସଭା ନିର୍ବାଚନ ଘୋଷଣା କରିବାର କିଛି କ୍ଷଣ ପୂର୍ବରୁ ସରକାର ଏହି ବଡ଼ ଘୋଷଣା କରିଛନ୍ତି। ମଙ୍ଗଳବାର ଭାରତୀୟ ନିର୍ବାଚନ ଆୟୋଗ ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି।

ରାଜ୍ୟ କର୍ମଚାରୀଙ୍କ ସହିତ ବିଏମସି (ମୁମ୍ବାଇ ମ୍ୟୁନିସିପାଲିଟି କର୍ପୋରେସନ୍) ମଧ୍ୟ କର୍ମଚାରୀମାନଙ୍କୁ ୨୯ ହଜାର ଟଙ୍କା ବୋନସ୍ ଘୋଷଣା କରିଛି। ଗତ ବର୍ଷ ତୁଳନାରେ ଏହା ତିନି ହଜାର ଟଙ୍କା ଅଧିକ। ଶିଶୁ ଉଦ୍ୟାନର ଶିକ୍ଷକ ଏବଂ ଆଶା କର୍ମଚାରୀମାନେ ମଧ୍ୟ ବୋନସ୍ ପାଇବେ। ତେବେ ମଙ୍ଗଳବାର ଭାରତର ନିର୍ବାଚନ ଆୟୋଗ ମହାରାଷ୍ଟ୍ର ନିର୍ବାଚନର ତାରିଖ ଘୋଷଣା କରିଛି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟ୍ ନଭେମ୍ବର ୨୦ ରେ ଗୋଟିଏ ପର୍ୟ୍ୟାୟରେ ଅନୁଷ୍ଠିତ ହେବ ଏବଂ ଫଳାଫଳ ନଭେମ୍ବର ୨୩ ରେ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ ଚାଲାଣ ରୋକିବା ଉପରେ ଅଭିନବ ପ୍ରୟାସ କଲା ବଲାଙ୍ଗୀର ପୋଲିସ, ଏହି ସବୁ ଅଞ୍ଚଳ ଦେଇ…

ବଲାଙ୍ଗୀର, ୧।୫ (ସୁନିଲ କୁମାର ମହାନ୍ତି) : ଶ୍ରମିକ ଚାଲାଣ ରୋକିବା ଏବଂ ଶ୍ରମିକମାନଙ୍କୁ ବନ୍ଧନ ଶ୍ରମରେ ଠେଲି ହେବାରୁ ରୋକିବା ପାଇଁ, ବଲାଙ୍ଗୀର ପୋଲିସ ଗୁରୁବାର…

ବିରାଟ କୋହଲିଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯିବ କି? ଅମ୍ପାୟାରଙ୍କ ସହ ଝଗଡ଼ା ପାଇଁ…

ନୂଆଦିଲ୍ଲୀ,୧।୫: IPL 2026 ର 42 ତମ ମ୍ୟାଚ ସମୟରେ, ଏକ ଲାଇଭ ଖେଳ ସମୟରେ ବିରାଟ କୋହଲି ପଡ଼ିଆର ମଝିରେ ଜଣେ ଅମ୍ପାୟାରଙ୍କ ସହ ମୁହାଁମୁହିଁ…

କର୍ମସିୟାଲ ପରେ ଏବେ ‘ଛୋଟୁ’ର ବି ବଢିଲା ଦାମ୍‌, ମହଙ୍ଗା ହେଲା ୫ ଲିଟର ସିଲିଣ୍ଡର

ନୂଆଦିଲ୍ଲୀ,୧।୫: ମାସର ପ୍ରଥମ ଦିନରେ, ତୈଳ କମ୍ପାନୀଗୁଡ଼ିକ ବାଣଜି୍ୟକ ଗ୍ୟାସ ସିଲିଣ୍ଡରର ସମାନ ମୂଲ୍ୟ ବୃଦ୍ଧି ପରେ ୫ କିଲୋଗ୍ରାମ ଫ୍ରି ଟ୍ରେଡ ଏଲପିଜି (FTL) ସିଲିଣ୍ଡରର…

କାଳସାଜିଲା କାଳବୈଶାଖୀ: ରାତିସାରା ତାଣ୍ଡବ ରଚିଲା, ଭାଙ୍ଗିଲା ବଡ଼ ବଡ଼ ଗଛ, ଯାତାୟାତ ଠପ୍‌

କୃଷ୍ଣପ୍ରସାଦ,୧।୫ (କୈଳାଶ ଚନ୍ଦ୍ର ପଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳ ରାତ୍ରିରେ କାଳ ସାଜିଲା କାଳବୈଶାଖୀ। ମଧ୍ୟ ରାତ୍ରରେ ପ୍ରଚଣ୍ଡ ଶବ୍ଦ କରି ବଜ୍ରାଘାତ…

ଅଧରାତିରେ ଷ୍ଟ୍ରଙ୍ଗ୍‌ ରୁମ୍‌ ଭିତରେ ପଶିଲେ ମମତା: ୩ ଘଣ୍ଟା ପରେ ସେଠାରୁ ବାହାରି କହିଲେ, ଜୀବନ-ମୃତ୍ୟୁ…

କୋଲକାତା,୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଏକ ଷ୍ଟ୍ରଙ୍ଗରୁମରେ ତିନି ଘଣ୍ଟାରୁ ଅଧିକ ସମୟ ବିତାଇବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (EVM) ସହିତ ଜଡିତ…

ଝଡ଼ ବର୍ଷାରେ ଉଡ଼ିଲା ଟିଣ: ଘରେ ପଶିଲା ପାଣି 

ଟିକିରି,୧।୫(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ପଞ୍ଚାୟତ ଅନ୍ତର୍ଗତ ଗୋକୁଳମୁଣ୍ଡା ଗ୍ରାମରେ ଶୁକ୍ରବାର ଝଡ ପବନ ଓ ବର୍ଷା ହୋଇଛି। ଏଥିରେ ସ୍ବର୍ଗତ…

ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…

ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା

କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri