Posted inଜାତୀୟ

ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ବଢ଼ିଲା ସୁରକ୍ଷା

ମୁମ୍ବାଇ,୨।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଜୀବନ ପ୍ରତି ବିପଦ ଥିବା ସୂଚନା ପରେ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ବଢ଼ାଇ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରତି ବିପଦ ଥିବା ନିର୍ଦ୍ଦିଷ୍ଟ ସୂଚନା ମିଳିଥିବା ରାଜ୍ୟ ଗୋଇନ୍ଦା ବିଭାଗ କମିଶନର ଆଶୁତୋଷ ଡୁମ୍ବ୍ରେ କହିଛନ୍ତି।

୨୦୨୧ ଅକ୍ଟୋବରରେ ଶିନ୍ଦେ ସହରାଞ୍ଚଳ ବିକାଶ ମନ୍ତ୍ରୀ ଥିବାବେଳେ ତାଙ୍କ ପାଖକୁ ମାଓବାଦୀମାନେ ଧମକପୂର୍ଣ୍ଣ ଚିଠି ପଠାଇଥିଲେ। ଜେଡ୍‌ ପ୍ଲସ୍‌ ସୁରକ୍ଷା ପାଇଥିବା ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କୁ ଅତିରିକ୍ତ ସୁରକ୍ଷା ଯୋଗାଇ ଦିଆଯାଇଛି। ଠାଣେସ୍ଥିତ ଘର ଏବଂ ମୁମ୍ବାଇ ସରକାରୀ ବାସଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?