Posted inଜାତୀୟ

ଦ୍ରୌପଦୀଙ୍କୁ ସମର୍ଥନ ଦେବେ ଶିନ୍ଦେଙ୍କ ସମର୍ଥକ

ମୁମ୍ବାଇ,୧୨।୭: ଦେଶରେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ରହିଛି। ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଶିବସେନା ସମ୍ପୂର୍ଣ୍ଣ ସମର୍ଥନ କରିବ। ଏନେଇ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଙ୍ଗଳବାର ଘୋଷଣା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶରେ ଶିବସେନାର ସମସ୍ତ ବିଧାୟକ ମୁର୍ମୁଙ୍କୁ ଭୋଟ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ଚାଲିଗଲା ୬ ଜୀବନ

ଚେନ୍ନାଇ,୨୨।୩: ତାମିଲନାଡୁର କାଞ୍ଚିପୁରମ ଜିଲାରେ ଥିବା ଏକ ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି...

ଭୋଟର କାର୍ଡ ସହ ଆଧାର ଲିଙ୍କ୍‌ ସ୍ବେଚ୍ଛାକୃତ

ନୂଆଦିଲ୍ଲୀ, ୨୧।୧୨: ଲୋକ ସଭାରେ ସୋମବାର ବିରୋଧୀଙ୍କ ପ୍ରତିବାଦ ଓ ହଟ୍ଟଗୋଳ ମଧ୍ୟରେ ନିର୍ବାଚନୀ ସଂସ୍କାର ବିଲ୍‌ ଗୃହୀତ ହୋଇଯାଇଛି। ଭୋଟର ପରିଚୟପତ୍ରକୁ ଆଧାର ନମ୍ବର...

ବାଜିମାରିଲା ଭାଜପା

ଶ୍ରୀନଗର,୨୯।୧୨: ଜମ୍ମୁ କଶ୍ମୀରରେ ଧାରା ୩୭୦ ହଟାଯିବା ପରେ ପ୍ରଥମ ଜିଲ୍ଲା ବିକାଶ ପରିଷଦ (ଡିଡିସି) ନିର୍ବାଚନରେ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱାଧୀନ ଗୁପକାର ମେଣ୍ଟ ଏବଂ...

ସୁରକ୍ଷା କର୍ମୀ ମାଓବାଦୀ ମୁହାଁମୁହିଁ: ଲକ୍ଷେ ଟଙ୍କା ପୁରସ୍କାର ଘୋଷିତ ଥିବା ମାଓବାଦୀ ନିହତ

ରାୟପୁର,୨୩।୭: ଛତିଶଗଡ଼ ସୁକମାର ବିରାଭଟ୍ଟି ଜଙ୍ଗଲରୁ ଡିଆରଜି ଯବାନ ଜଣେ ମାଓବାଦୀଙ୍କ ମୃତଦେହ ଜବତ କରିଛନ୍ତି। ସେଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ...

କରୋନାକୁ ହରାଇବା ଯୋଜନା: ପ୍ରତିଦିନ ହେବ ୪୫ ଲକ୍ଷ ଟେଷ୍ଟ୍‌…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀକୁ ହରାଇବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ନମୁନା ଟେଷ୍ଟ୍‌ ଉପରେ ଗୁରୁତ୍ୱାରୋପ କରାଯାଇଛି। ଦ୍ୱିତୀୟ ଲହର ପରେ ତୃତୀୟ ଲହର...

ଟଲିଉଡ ଡ୍ରଗ୍ସ ମନି ଲଣ୍ଡରିଂ ମାମଲାରେ ବଢିଲା ଅଭିନେତ୍ରୀ ରକୁଲ ପ୍ରୀତଙ୍କ ଅଡୁଆ, ଇଡି ପଠାଇଲା ସମନ

ମୁମ୍ବାଇ,୧୬ ।୧୨: ଟଲିଉଡ ଡ୍ରଗ୍ସ ମନି ଲଣ୍ଡରିଂ ମାମଲାରେ ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂଙ୍କର ଅଡୁଆ ବଢିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ତାଙ୍କୁ...

ଆରମ୍ଭ ହେଲା ବଦ୍ରିନାଥ କବାଟ ବନ୍ଦ ପ୍ରକ୍ରିୟା

ଡେରାଡୁନ,୧୩।୧୧: ପଞ୍ଚ ପୂଜା ସହ ବଦ୍ରିନାଥ ଧାମର କବାଟ ବନ୍ଦ ହେବା ପ୍ରକ୍ରିୟା ବୁଧବାରଠାରୁ ଆରମ୍ଭ ହୋଇଛି। ଗଣେଶ ପୂଜାର୍ଚ୍ଚନା ସହ ସନ୍ଧ୍ୟାରେ ଗଣେଶ ମନ୍ଦିରର...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୧୦ରୁ ଅଧିକ ଆହତ

ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶର ବହରାଇଚରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା ସ୍ଥାନୀୟ...

Advertisement
Archives

Model This Week