ତୁନିଶା ଶର୍ମା ଆତ୍ମହତ୍ୟା ମାମଲା: ଶିଜାନଙ୍କୁ ଜାମିନ

ନୂଆଦିଲ୍ଲୀ,୪।୩: ଟେଲି ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟା ମାମଲାରେ ବନ୍ଧୁ ଶିଜାନ ଖାନଙ୍କୁ ଜାମିନ ମିଳିଛି। ମହାରାଷ୍ଟ୍ର କୋର୍ଟ ତାଙ୍କୁ ଶନିବାର ଜାମିନ ପ୍ରଦାନ କରିଥିବା ସୂଚନା ମିଳିଛି। ତେବେ ୧ଲକ୍ଷ ଟଙ୍କାର ବଣ୍ଡ ପରେ ଶିଜାନ ବାହାରକୁ ଆସିଛନ୍ତି। ତୁନିଶା ଶର୍ମାଙ୍କ ଆତ୍ମହତ୍ୟାକୁ ନେଇ ଶିଜାନଙ୍କୁ ଗିରଫ କରାଯାଇଥିଲା।

ଗତ ଡିସେମ୍ବର ୨୪ରେ ଶୁଟିଂ ସେଟ୍‌ରେ ଝୁଲନ୍ତା ଅବସ୍ଥାରେ ତୁନିଶା ଶର୍ମାଙ୍କ ମୃତଦେହ ମିଳିଥିଲା। ତେବେ ଶିଜାନଙ୍କ ସହ ବ୍ରେକ୍‌ଅପ ହେବା ପରେ ତୁନିଶା ଏଭଳି ପଦକ୍ଷେପ ନେଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏହାପରେ ଶିଜାନଙ୍କୁ ପୋଲିସ ଗିରଫ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?