Posted inଜାତୀୟ

ଶ୍ରଦ୍ଧା ହତ୍ୟାକାଣ୍ଡର ଯାଞ୍ଚ କରିବ ଏସ୍‌ଆଇଟି: ଉପମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୧୨: ବହୁ ଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲକରଙ୍କ ହତ୍ୟାକାଣ୍ଡକୁ ନେଇ ମହାରାଷ୍ଟ୍ର ସରକାର ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ବଜେଟ ଅଧିବେଶନ ପୂର୍ବରୁ ଏକ ଏସ୍‌ଆଇଟି ଗଠନ କରି ଶ୍ରଦ୍ଧା ୱାଲକରଙ୍କ ହତ୍ୟା ମାମଲାରେ ରିପୋର୍ଟ ଟେବୁଲ କରିବାକୁ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାବିସ ଘୋଷଣା କରିଛନ୍ତି। ଏଥିସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଏହି ମାମଲାକୁ ଫାଷ୍ଟ ଟ୍ରାକ୍‌ରେ ଶୁଣାଣି କରି ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦେବାକୁ ମହାରାଷ୍ଟ୍ର ସରକାର ଦାବି କରିବେ ବୋଲି ସେ କହିଛନ୍ତି। ଅନ୍ୟପଟେ ରାଜ୍ୟ ବିରୋଧୀ ଦଳର ନେତା ଅଜିତ ପାୱାର ମଧ୍ୟ ଅଭିଯୁକ୍ତଙ୍କ ପାଇଁ ମୃତ୍ୟୁଦଣ୍ଡ ଦାବି କରିଛନ୍ତି। ହତ୍ୟା ମାମଲାରେ ପଞ୍ଜିକରଣରେ ବିଳମ୍ବ ଏବଂ ଶ୍ରଦ୍ଧାଙ୍କ ଚିଠି ଫେରାଇ ନେବା ପଛରେ କୌଣସି ରାଜନୈତିକ ଚାପ ଆଦି ନେଇ ଏସ୍‌ଆଇଟି ଯାଞ୍ଚ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…

ମାତ୍ର ୧୫ ବର୍ଷ ବୟସରେ ଏତିକି କୋଟି ଟଙ୍କାର ମାଲିକ ବୈଭବ ସୂର୍ଯ୍ୟବଂଶୀ: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୫।୬:ନିକଟରେ ଶେଷ ହୋଇଥିବା IPLରେ ଚମତ୍କାର ପ୍ରଦର୍ଶନ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଥମୁନି ଚର୍ଚ୍ଚା। କେବଳ ଲୋକପ୍ରିୟତା ନୁହେଁ ବରଂ ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri