Posted inଜାତୀୟ

କାନ୍ଦିଲେ ସିନ୍ଧେ

ମୁମ୍ବାଇ,୪ ।୭: ମହାରାଷ୍ଟ୍ର ବିଧାନସଭାରେ ସୋମବାର ଶିବସେନା-ଭାଜପା ମେଣ୍ଟ ସରକାର ବହୁପ୍ରତିକ୍ଷିତ ଫ୍ଲୋର ଟେଷ୍ଟରେ ଉତ୍ତିର୍ଣ୍ଣ ହୋଇଯାଇଛନ୍ତି । ଏକନାଥ ସିନ୍ଧେ ସରକାରଙ୍କୁ ୧୬୪ ବିଧାୟକ ଭୋଟ ଦେଇଥିବା ବେଳେ ବିରୋଧୀଙ୍କୁ ୯୯ଟି ଭୋଟ ମିଳିଥିଲା । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଏହି ସମୟରେ ସିନ୍ଧେ ଦୁର୍ଘଟଣାରେ ହରାଇଥିବା ନିଜ ପିଲାଙ୍କ କଥା ମନେପକାଇ କାନ୍ଦି ପକାଇଥିଲେ । ଭାବୁକ ହୋଇଯାଇଥିବା ସିନ୍ଧେ କହିଥିଲେ ଯେତେବେଳେ ମୁଁ ମୋ ଦୁୂଇ ପିଲାଙ୍କୁ ହରାଇଥିଲି ସେତେବେଳେ ଭାବିଥିଲି ସବୁକିଛି ଶେଷ ହୋଇଯାଇଛି । ହେଲେ ସେହି ସମୟରେ ଆନନ୍ଦ ଦିଘେ ମୋତେ ବହୁତ ବୁଝାଇଥିଲେ । ଆଉ କହିଥିଲେ ରାଜନୀତିରେ ଆଗକୁ ବଢ । ହେଲେ ମୁଁ ଭବୁଥିଲି କାହା ପାଇଁ ଆଉ ବଞ୍ଚିବି । ମୁଁ ପରିବାର ସହ ରହିବି । ବାଲାସାହେବ ଠାକରେ ଓ ଆନନ୍ଦ ଦିଘେଙ୍କ ଆଶୀର୍ବାଦରୁ ଆଜି ଏକନାଥ ସିନ୍ଧେ ସରକାର ଗଠନ କରିପାରିଛନ୍ତି । ମୋ ସହ ଗତ ୧୫-୨୦ ଦିନ ହେବ ୪୦ ବିଧାୟକ, ୧୧ ନିର୍ଦ୍ଦଳୀୟ ବିଧାୟକ ମୋ ଉପରେ ବିଶ୍ୱାସ ରଖି ଏତେ ବଡ ନିର୍ଣ୍ଣୟ ନେବାକୁ ସାହାସ ଦେଇଛନ୍ତି ସେଥିପାଇଁ ମୁଁ ସେମାନଙ୍କୁ ଧନ୍ୟବାଦ ଦେଉଛି ।
ମୋତେ ଏବେବି ବିଶ୍ୱାସ ହେଉନାହିଁ କି ମୁଁ ମୁଖ୍ୟମନ୍ତ୍ରୀ ହୋଇଯାଇଛି । ଆଜି ମୁଁ ମୁଖ୍ୟମନ୍ତ୍ରୀ ଭାବେ ମୋର ସମ୍ବୋଧନ ଦେଉଛି । କାରଣ ମହାରାଷ୍ଟ୍ରରେ ଭିନ୍ନ ଭିନ୍ନ ଘଟଣାରେ ବିରୋଧି ଲୋକ ପ୍ରତିନିଧି ଶାସନ ଆଡକୁ ଯାଇଥାଆନ୍ତି ହେଲେ ଆଜି ଯାହା ଐତିହାସିକ ଘଟଣା ଘଟିଛି ତାହା ଦେଶ ଓ ରାଜ୍ୟ ଦେଖୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri