Posted inଜାତୀୟ

ଦେଶମୁଖଙ୍କର ହେଲା ସ୍ୱାସ୍ଥ୍ୟ ପରୀକ୍ଷା

ନୂଆଦିଲ୍ଲୀ,୪ ।୧୧: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କର ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଗୁରୁବାର ମୁମ୍ବାଇର ସରକାରୀ ଜେଜେ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଇଡି ଦବ୍‌ାରା ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରାଯାଇଥିଲା । ଏବେ ସେ ଇଡି ହେପାଜତରେ ରହିଛନ୍ତି । ତାଙ୍କୁ ମନି ଲଣ୍ଡରିଂ ମାମଲାରେ ପଚରା ଉଚରା କରାଯାଉଛି । ସୂଚନାଯୋଗ୍ୟ, ଗୁରୁବାର ଦିନ ପ୍ରାୟ ୧୨ଟାରେ ଦେଶମୁଖଙ୍କୁ ଇଡି କାର୍ଯ୍ୟାଳୟରୁ ଦକ୍ଷିଣ ମୁମ୍ବାଇ ସ୍ଥିତ ଜେଜେ ହସ୍ପିଟାଲ ନିଆଯାଇଥିଲା । ୧୨ଟା ୩୦ରୁ ୧ଟା ୩୦ ପର୍ଯ୍ୟନ୍ତ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏହାପରେ ତାଙ୍କୁ ପୁଣିଥରେ ଇଡି କାର୍ଯ୍ୟାଳୟ ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri