ଫେବୃୟାରୀ ୨୮ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍ ଅବଧି: ମହାରାଷ୍ଟ୍ର ସରକାର

ମୁମ୍ବାଇ,୨୯ ।୧: ଗୋଟିଏ ପଟେ କରୋନା ମହାମାରୀ ସାରା ଦେଶରେ ଏକ ପ୍ରକାର କମ୍ ହାଇଯାଇଥିବା ବେଳେ ଅନ୍ୟପଟେ କିନ୍ତୁ ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ସ୍ଥିତି ସୁଧୁରି ନାହିଁ କହିଲେ ଚଳେ । ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ପୁଣିଥରେ ଫେବୃୟାରୀ ୨୮ ପର୍ଯ୍ୟନ୍ତ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି । ପୂର୍ବରୁ ଥିବା ସମସ୍ତ କଟକଣା ଏଥିରେ ପାଳନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ଦେଶରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ବଢି ବଢି ଯାଉଥିବାରୁ ଏହା ପୁଣି ଦେଶବାସୀଙ୍କୁ ଚିନ୍ତାରେ ପକାଇ ଦେଇଛି । ତେବେ କେନ୍ଦ୍ର ଓ ସମସ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଓ ବାରମ୍ବାର ହାତ ଧୋଇବାକୁ ଗୁରୁତ୍ୱ ଦିଆଯାଉଛି । ପୁଣି ଦେଶରେ ପ୍ରସ୍ତୁତ କରୋନା ଭ୍ୟାକ୍ସିନ ଏହି ମହାମାରୀଠାରୁ ଦେଶବାସୀଙ୍କୁ ରକ୍ଷା କରିବାକୁ ଏକ ଆଶ ଦେଖାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri