Posted inଜାତୀୟ

ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ: ଫଡନବିସ୍‌ଙ୍କୁ ଗୃହ, ଅର୍ଥ ମନ୍ତ୍ରଣାଳୟ

ମୁମ୍ବାଇ,୧୪।୮: ମହାରାଷ୍ଟ୍ରରେ ଦୀର୍ଘ ଦିନର ଅପେକ୍ଷା ପରେ ରବିବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରାଜ୍ୟ କ୍ୟାବିନେଟରେ ନବ ନିଯୁକ୍ତ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏମଆରଡିସି ଏବଂ ନଗର ଉନ୍ନୟନ ବିଭାଗର ଦାୟିତ୍ୱ ନିଜ ପାଖରେ ରଖିଥିବାବେଳେ ଉପ-ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଗୃହ ଓ ଅର୍ଥ ମନ୍ତ୍ରଣାଳୟର ଦାୟିତ୍ୱ ପାଇଛନ୍ତି।
୪୦ ଦିନର ଅପେକ୍ଷା ପରେ ଗତ ମଙ୍ଗଳବାର ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ସରକାରଙ୍କ ବହୁ ପ୍ରତୀକ୍ଷିତ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହୋଇଥିଲା। ମୋଟ ୧୮ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ। ଏହା ସହିତ ମହାରାଷ୍ଟ୍ର କ୍ୟାବିନେଟରେ ସଦସ୍ୟଙ୍କ ସଂଖ୍ୟା ୨୦ ହୋଇଥିଲା। ଶିନ୍ଦେ ଗୋଷ୍ଠୀ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ରୁ ଯଥାକ୍ରମେ ନଅ ଜଣ ବିଧାୟକଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ କରାଯାଇଛି।
ସୂଚନାଯୋଗ୍ୟ, ଶିବସେନାରେ ବିଦ୍ରୋହ ଯୋଗୁ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଜୁନ୍‌ ୩୦ରେ ଶିନ୍ଦେ ଏବଂ ଫଡ୍‌ନବିସ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri