ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏଥିଯୋଗୁ ଜଣେ ୮୦ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏନେଇ ଶୁକ୍ରବାର ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟଜନିତ ଦେଶରେ ଏହା ଦ୍ୱିତୀୟ ମୃତ୍ୟୁ ହୋଇଥିବା ବେଳେ ମହାରାଷ୍ଟ୍ରର ପ୍ରଥମ ମୃତ୍ୟୁ। ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୨୧ଜଣ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମିତ ଚିହ୍ନଟ ହୋଇସାରିଛନ୍ତି। ସ୍ଥିତି ଉପରେ ନଜର ରଖାଯାଇଛି ଏବଂ ମହାରାଷ୍ଟ୍ରର ୩୬ଟି ଜିଲାରୁ ପ୍ରତି ମାସରେ ୧୦୦ଟି ନମୁନା ସଂଗ୍ରହ କରାଯାଉଥିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ୧୦ ଜନ୍ମରେ ବି ସାବରକର ହୋଇପାରିବେ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୨।୪: କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ବୀର ସାବରକରଙ୍କ ନେଇ ରାହୁଲ ଦେଇଥିବା ମନ୍ତବ୍ୟକୁ ନେଇ...

ବୀରପ୍ପାନଙ୍କ ଝିଅ ଭାଜପାରେ ଯୋଗଦେଲେ

ଚେନ୍ନାଇ,୨୪।୨: ବୀରପ୍ପାନଙ୍କ ଝିଅ ବିଦ୍ୟା ରାନୀ ଭାଜପାରେ ଯୋଗଦେଇଛନ୍ତି। ତାମିଲନାଡୁର କୃଷ୍ଣାଗିରିଠାରେ ହୋଇଥିବା ଏକ କାର୍ଯ୍ୟକ୍ରମରେ ଭାଜପା ମହାସଚିବ ମୂରଲୀଧର ରାଓ ଏବଂ ପୂର୍ବ କେନ୍ଦ୍ରମନ୍ତ୍ରୀ...

ଦିଲ୍ଲୀ ଯାଇ ମୋଦିଙ୍କୁ ଭେଟିବି: ସଞ୍ଜୟ

ନୂଆଦିଲ୍ଲୀ,୧୦।୧୧: ପତ୍ରା ଚଲ ଦୁର୍ନୀତି ମାମଲାରେ ଶିବସେନା ନେତା ସଞ୍ଚୟ ରାଉତ ତିନି ମାସ ପରେ ଜାମିନ ପାଇ ଜେଲରୁ ମୁକୁଳିଛନ୍ତି। ଜେଲ୍‌ରୁ ମୁକୁଳିବାର ଦିନକ...

ଚିନ୍ତା ବଢାଇଲାଣି ‘ବ୍ଲାକ୍‌ ଫଙ୍ଗସ୍‌’: ଦେଶରେ ମୋଟି ୫,୫୦୦ ସଂକ୍ରମିତ, ୧୨୬ ମୃତ

ନୂଆଦିଲ୍ଲୀ,୧୨।୫: ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ଚିନ୍ତା ବଢାଉଛି। ଏପର୍ଯ୍ୟନ୍ତ ସାରା ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ୧୨୬ ଜଣଙ୍କର ମୃତ୍ୟୁ ହୋଇଛି। ଏହା ବ୍ୟତୀତ ଏପର୍ଯ୍ୟନ୍ତ ପ୍ରାୟ...

ଶହୀଦଙ୍କ ମୃତଦେହ ଖୋଜୁଛି ବାୟୁସେନା, ବାଧକ ସାଜିଛି ଝଡବର୍ଷା

ରାୟପୁର,୪।୪: ଛତିଶଗଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟରେ ୨୨ ଜଣ ଯବାନ ଶହୀଦ ହୋଇଛନ୍ତି। ତେବେ ଏହି ଯବାନଙ୍କ ପ୍ରତି ଆକ୍ରମଣରେ ୧୫ରୁ ଅଧିକ...

୪୮ ନୂଆ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ସଂଗରୋଧରେ ଥିଲେ ୪୭ ଆକ୍ରାନ୍ତ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ପୂର୍ବାହ୍ନରେ ୪୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଞ୍ଚିଛି। ତେବେ ଏହି...

ପୁଣି ରାଜ୍ୟରେ ୫୧ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ରବିବାର ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

ହସ୍ପିଟାଲରେ ସତ୍ୟେନ୍ଦ୍ରଙ୍କୁ ଭେଟିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ଦଳର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। କେଜ୍‌ରିଓ୍ବାଲ ଏନେଇ ଟୁଇଟର ଆକାଉଣ୍ଟରେ ସାକ୍ଷାତ ସମୟର କିଛି...

Advertisement
Archives

Model This Week