Posted inଜାତୀୟ

ପାର୍ଲାମେଣ୍ଟରେ ମହାରାଷ୍ଟ୍ର ତାତି

ନୂଆଦିଲ୍ଲୀ,୨୨।୩: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟ ଯୋଗୁ ପାର୍ଲାମେଣ୍ଟରେ ସୋମବାର ଅଚଳାବସ୍ଥା ସୃଷ୍ଟି ହୋଇଛି। ମହାରାଷ୍ଟ୍ରର ତାତିରେ ଉଭୟ ଗୃହର ସାଧାରଣ କାର୍ଯ୍ୟରେ ବାଧା ଦେଖାଦେଇଛି। ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ରାଜ୍ୟ ସଭାରେ ଭାଜପା ପକ୍ଷରୁ ପ୍ରକାଶ ଜାଭେଡ୍‌କର କହିଛନ୍ତି ଯେ, ରାଜ୍ୟରେ ଖୋଦ୍‌ ଗୃହମନ୍ତ୍ରୀ ବେଆଇନ ଅସୁଲିରେ ସମ୍ପୃକ୍ତ। ଏହାର ପର୍ଦ୍ଦାଫାଶ ଏବେ ସାରା ଦେଶର ଜନସାଧାରଣଙ୍କ ସମ୍ମୁଖରେ ହୋଇଛି। ଏହାପରେ ଗୃହରେ ଅଚଳାବସ୍ଥା ଜାରି ରହିବାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ରାଜ୍ୟ ସଭାକୁ ମୁଲତବି ଘୋଷଣା କରାଯାଇଥିଲା। ଲୋକ ସଭାରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହୋଇଥିଲା। ଭାଜପା ଏମ୍‌ପି ରାକେଶ ସିଂ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଇସ୍ତଫା ଦାବି କରିବା ସହିତ ଏହାର ଯାଞ୍ଚ୍‌ କେନ୍ଦ୍ରୀୟ ଏଜେନ୍ସି ଦ୍ୱାରା କରାଯିବା ପାଇଁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri