Posted inଜାତୀୟ

ଏକଜିଟ ପୋଲ ହୋଇଯିବ ଭୁଲ୍‌! ଫଳାଫଳ ପୂର୍ବରୁ ଏହି ଆକଳନ କରିବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୧୧: ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ଶନିବାର ଅର୍ଥାତ୍‌ ୨୩ ନଭେମ୍ବରରେ ଆସିବ। ସେହି ଦିନ ରାଜସ୍ଥାନ ଏବଂ ୟୁପିରେ ଅନୁଷ୍ଠିତ ଉପ-ନିର୍ବାଚନର ଫଳାଫଳ ମଧ୍ୟ ଆସୁଛି। ନିର୍ବାଚନର ଫଳାଫଳ ପୂର୍ବରୁ ଆସିଥିବା ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ଏନଡିଏ ସରକାର ଗଠନ ଆଡକୁ ସୂଚାଉଛି। ଏଥି ସହିତ, ବର୍ତ୍ତମାନ ନିର୍ବାଚନର ଫଳାଫଳକୁ ନେଇ ଫଲୋଦି ସଟ୍ଟା ବଜାରର ପୂର୍ବାନୁମାନ ଆହୁରି ଚକିତ କରିଛି।

ମହାରାଷ୍ଟ୍ରରେ ଗ୍ରାଣ୍ଡ ଆଲାଇନ୍ସ (ଏନଡିଏ) ସରକାର ଗଠନ ହେବାର ଫଲୋଦିି ସଟ୍ଟା ବଜାର ପୂର୍ବାନୁମାନ କରିଛି। ଏଠାରେ ମହାୟୁତି ଗଠବନ୍ଧନ ୧୪୩-୧୪୬ ସିଟ ପାଇବ ବୋଲିି କୁହାଯାଉଛି। ଯେଉଁଠାରେ କେବଳ ଭାଜପାକୁ ୯୦-୯୩ଟି ଆସନ ମିଳିବ।

ସେହିଭଳି ଝାଡଖଣ୍ଡରେ ମଧ୍ୟ ଫଲୋଦିି ବଜାର ଭାଜପା ଗଠବନ୍ଧନ ସରକାର ଗଠନ ସପକ୍ଷରେ ଅଛି। ୮୧ଟି ଆସନ ବିଶିଷ୍ଟ ରାଜ୍ୟରେ ଏନଡିଏ ୪୪-୪୬ଟି ସିଟ ପାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?